24 ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ତାର୍ ପଚେ ଦିନେକ୍ ଲକ୍ମନ୍ ଗଟେକ୍ କାଣା ଅଇ ଗୁଲା ଅଇଜାଇରଇଲା ଲକ୍କେ ଜିସୁର୍ ଲଗେ ଆନ୍ଲାଇ । ତାକେ ଡୁମା ଦାରିରଇଲାଜେ କାତାଅଇ ନାପାର୍ତେ ରଇଲା । ଜିସୁ ତାକେ ନିମାନ୍ କଲା । ଏଦେ ଦେକା ! ସେ ଦେକ୍ଲା ଆରି କାତା କଇପାର୍ଲା ।
ସେବେଲେ ଗାଲିଲି ଦେସର୍ ସାସନ୍ କାରିଆ ଏରଦ୍, ଜିସୁର୍ ବିସଇ ସୁନ୍ଲା ।
ଆରି ଦେକା, ତେଇ ବାସାକରି ରଇଲା ଗଟେକ୍ କିଣାନିୟ ମାଇଜି ଜିସୁର୍ ଲଗେ ଆସି କଇଲା, “ଏ ଦାଉଦ୍ କୁଟୁମର୍ ମାପ୍ରୁ, ମକେ ଦୟାକରା । ମର୍ ଟକିକେ ଡୁମା ଦାର୍ଲା ଆଚେ ଆରି ସେ ବଡେ କସ୍ଟ ପାଇଲାନି ।”
“ମାପ୍ରୁ, ମର୍ ପିଲାକେ ଦୟା କରା । ମୁର୍ଚା ବେମାର୍ ଲାଗି କସ୍ଟ ପାଇଲାନି । ସେ ବେସି ତର୍ ଜଇତେଇ ଆରି ପାନିତେଇ ଅଦ୍ରି ଦେଲାନି ।
ପିଲା ବିତ୍ରେ ରଇଲା କାରାପ୍ ଆତ୍ମାକେ ଜିସୁ ଦମ୍କାଇଲା । କାରାପ୍ ଆତ୍ମା ଚାଡି ଉଟିଗାଲା ଆରି ସେ ଦାପ୍ରେସେ ପିଲା ନିକ ଅଇଗାଲା ।
ଜିସୁ ଗାଲିଲିର୍ ଗୁଲାଇବାଟେ ବୁଲି ବୁଲି ଜିଉଦିମନର୍ ସବୁ ପାର୍ତନା ଗର୍ମନ୍କେ ସିକିଆ ଦେଇ, ପର୍ମେସରର୍ ରାଇଜର୍ ବିସଇ ଜାନାଇଲା । ଆରି ବିନ୍ ବିନ୍ ରଗେ ରଇବା ଲକ୍ମନ୍କେ ସବୁ ରକାମର୍ ରଗ୍ ଆରି ସବୁ ଦୁକ୍ କସ୍ଟ, ନିମାନ୍ କଲା ।
ଜିସୁ ଆରି ତାର୍ ସିସ୍ମନ୍ ଗାଡ୍ ସେପାଟର୍ ଗଦ୍ରିୟ ନାଉଁର୍ ଜାଗାଇ କେଟ୍ଲା ଦାପ୍ରେ, ଦୁଇଟା ଡୁମା ଡସ୍ଲା ଲକ୍ ତାକେ ବେଟ୍ ଅଇଲାଇ । ସେମନ୍ ମସନ୍ ବିତ୍ରେ ରଇତେରଇଲାଇ । ଆରି ସେମନ୍ ଏନ୍ତି ରଇଲାଇ ଜେ, ସେ ବାଟେ କେ ମିସା ଆସ୍ ଜା ନ ଅଇତେ ରଇଲାଇ ।
ଆରି ତେଇ ଗୁସ୍ରି ଚାରାଇତେ ରଇବା ଲକ୍ମନ୍ ପାଲାଇ କରି ଡୁମା ଡସି ରଇଲା ଲକ୍ମନ୍କେ କାଇକାଇଟା ଅଇଲା ସେଟା ସବୁ କଇଦେଲାଇ ।
“ଏ ମାପ୍ରୁ, ମର୍ ଗଟେକ୍ ଗତିଦାଙ୍ଗ୍ଡା ଅଚ୍ନାଇ ଡୁଲିକରି ବେସି କସ୍ଟ ପାଇଲାନି ଉଟେ ନାଇ, ବସେ ନାଇ ।”
ଏ ଗଟ୍ନାର୍ କବର୍ ସେ ଜାଗାର୍ ଗୁଲାଇ ବାଟର୍ ଲକ୍ ସୁନ୍ଲାଇ ।
ଜିସୁ ଗାଉଁ ଗାଉଁ ବୁଲି ବୁଲି ଜିଉଦିମନର୍ ପାର୍ତନା ଗର୍ମନ୍କେ ଜାଇ ସିକାଇ ଦେଇତେ ରଇଲା । ଆରି ପର୍ମେସରର୍ ରାଇଜର୍ ନିମାନ୍ କାତା କଇତେରଇଲା । ବିନ୍ ବିନ୍ ଜର୍ ଆରି ରଗ୍ ଦାର୍ଲା ଲକ୍ମନ୍କେ ସବୁ ନିକ କରିଦେଲା ଆରି ପାର୍ତନା ଗରେ ସିକିଆ ଦେଲା ।
ସେଡ୍କିବେଲେ ଜିସୁର୍ କାତା ଗାଲିଲିର୍ ଚାରିବେଡ୍ତିର୍ ଗାଉଁମନ୍କେ କେଟିଗାଲା ।
ସଞ୍ଜ୍ ବେଲାଇ ବେଲ୍ ବୁଡିଗାଲା ପଚେ, ଲକ୍ମନ୍ ଜରର୍ ଲକ୍ମନ୍କେ ଆରି ଡୁମାଦାରି ରଇବା ସବୁଲକ୍ମନ୍କେ ଜିସୁର୍ ଲଗେ ଆନ୍ବାର୍ ଦାର୍ଲାଇ,
ସେଡ୍କି ବେଲେ କେତେକ୍ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଦାରିଆଇଲାଇ । ତାକର୍ ବିତ୍ରେ ଅନି ଚାର୍ଲକ୍ ରଗିକେ ବଇରଇଲାଇ ।
ମାତର୍ ଲକ୍ମନ୍ ଚିପାଟେଲା ଅଇରଇଲାଇକେ, ତାକେ ଜିସୁର୍ ଲଗେ ନେଇ ନାପାର୍ଲାଇ । ନାପାରିକରି, ଜିସୁ ଜନ୍ଟାନେ ରଇଲା, ତେଇର୍ ଚାନି ବଡ୍ଟା କାଣାକରି, ରଗିକେ କଟ୍ ମିସ୍ତେ ତାର୍ ମୁଆଟେ ସିଦା ଉତ୍ରାଇଦେଲାଇ ।
କନ୍ଟା କର୍ବାଟା ସଅଜ୍ ଅଇଲାନି ? ବାବୁରେ ‘ମୁଇ ତର୍ ପାପ୍ କେମା କରିଦେଲି ।’ ବଲି କଇବାଟା, କି ‘ଉଟ୍ ତର୍ କଟ୍ ବଇ ଇଣ୍ଡିଜା ।’ ବଲ୍ବାଟା ?
କିରିଣିୟ ନାଉଁର୍ ସାସନ୍ କାରିଆ ସିରିଆ ରାଇଜ୍ ସାସନ୍ କର୍ବା ବେଲେ ପର୍ତୁମ୍ ତର୍ ଏନ୍ତାରି ନାଉଁ ଲେକା ଅଇରଇଲା ।
ତାର୍ପଚେ ଜିସୁ ଆତ୍ମାଇ ବପୁଅଇକରି ଗାଲିଲି ରାଇଜେ ବାଉଡିଗାଲା । ଆରି ତାର୍ କବର୍ ଗାଲିଲି ରାଇଜର୍ ଗୁଲାଇ ଗାଉଁମନ୍ ଜାନ୍ଲାଇ ।
ପଚେ ଜିସୁ ଜିଉଦିମନର୍ ପାର୍ତନା ଗରେଅନି ଉଟି ସିମନର୍ ଗରେ ଗାଲା । ସିମନର୍ ସାତ୍ରିକେ ବେସି ଜର୍ ଅଇରଇଲାଜେ ସେମନ୍ ତାର୍ ବିସଇ ନେଇ ଜିସୁକେ କଇଲାଇ ।
ମାତର୍ ଜିସୁର୍ କବର୍ ଗୁଲାଇ ଚାରିବେଡ୍ତିର୍ଲକ୍ ଜାନ୍ଲାଇ । ତାର୍ କାତା ସୁନ୍ବାପାଇ ଆରି ନିଜର୍ ନିଜର୍ ରଗେଅନି ନିକ ଅଉଁବଲି ଗାଦି ଲକ୍ମନ୍ ଟୁଲ୍ଅଇବାର୍ ଦାର୍ଲାଇ ।
ମାତର୍ ପୁର୍ତିବିର୍ ସବୁ ପାପ୍ କେମା କର୍ବାକେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମର୍ ଅଦିକାର୍ଆଚେ ।” ଏଟା ତମେ ଜେନ୍ତି ଜାନିପାରାସ୍ । ଏଟାର୍ପାଇ ଜିସୁ ଚେରେଙ୍ଗ୍ବାତ୍ ଦାର୍ଲା ରଗିକେ କଇଲା, “ମୁଇ ତକେ କଇଲିନି, ଉଟ୍ ନିଜର୍ ବିଚ୍ନା ଦାରି ଗରେ ଜା ।”
ଜିସୁର୍ ଏ ବିସଇର୍ କାତା ଗୁଲାଇ ଜିଉଦା ଦେସେ ଆରି ଚାରିବାଟର୍ ଗାଉଁଗଣ୍ଡାର୍ ଲକ୍ମନ୍ ଜାନ୍ଲାଇ ।
ମାତର୍ ବିନ୍ଲକ୍ମନ୍ କଇଲାଇ, “ଏ ସବୁ କାତା ତା ଡୁମା ଦାରି ରଇବା ଲକ୍ କଇନାପାରେ । ଡୁମା କାଇ କାଣା ଲକର୍ ଆଁକି ନିମାନ୍ କରିଦେଇପାରେ କି ?”
ନାଜରିତର୍ ଜିସୁର୍ ବିସଇ ଆରି ପରମେସର୍ ତାକେ କେନ୍ତି ସୁକଲ୍ ଆତ୍ମା ଆରି ବପୁ ପୁରାପୁରୁନ୍ ଦେଇରଇଲା, ସେଟା ଜାନୁସ୍ । ଆରି ଜାନିଆଚୁସ୍, ସେ ସବୁ ବାଟେ ଜାଇ ନିକନିକ କାମ୍ମନ୍ କରିରଇଲା । ସଇତାନର୍ ବାନ୍ଦନେ ରଇଲା ଲକ୍ମନ୍କେ ମୁକ୍ଲାଇଲା । କାଇକେବଇଲେ ପରମେସର୍ ତାର୍ ସଙ୍ଗ୍ ରଇଲା ।
ବିସ୍ବାସିମନ୍ ଏ ତଲେ ଲେକାଅଇଲା ଚିଟି, ସେ ଦୁଇ ଲକର୍ ଆତେ ପାଟାଇଲାଇ । “ଆନ୍ଟିଅକ, ସିରିଆ ଆରି ସିଲିସିଆ ରଇବା ଜିଉଦିନଇଲା ଆମର୍ ବାଇମନ୍, ଜୁଆର୍ ! ଜିରୁସାଲମର୍ ପେରିତ୍ମନ୍, ପାର୍ଚିନ୍ମନ୍ ଆରି ତମର୍ ବାଇମନ୍, ଏ ଚିଟି ପାଟାଇଲୁନି ।
ପାଉଲ୍ ଆରି ସିଲା, ସିରିଆ ଆରି ସିଲିସିଆଇ ବୁଲି ବୁଲି କରି ତେଇର୍ ମଣ୍ଡଲିମନ୍କେ ଡାଟ୍ କରାଇଲାଇ ।
ଏ ଗଟ୍ନା ପଚେ ସେ ଜାଗାର୍ ଜେତ୍କି ରଗିମନ୍ ସବୁ ପାଉଲର୍ ଲଗେ ଆସି ନିମାନ୍ ଅଇଲାଇ ।
କେତେ କେତେ ଲକ୍ମନର୍ ଟାନେଅନି ଡୁମାମନ୍ କିର୍କିରି କରି ବାରଇ ଗାଲାଇ । କେତେ କେତେ ଚେରେଙ୍ଗ୍ ରଗି ଆରି ଆତ୍ ଗଡ୍ ନ ଆଇବାଟାମନ୍ ନିକ ଅଇଗାଲାଇ ।