ମାତିଉ 5:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 “ତମେ ସବୁ ମୁନୁସ୍ ଜାତିର୍ପାଇ ନୁନ୍ ପାରା । ମାତର୍ ନୁନ୍ ଜଦି ସୁଆଦ୍ ଆରାଇସି, ତେବେ ସେଟା କେନ୍ତି କରିଆ ଅଇସି ? ସେଟା ଆରି କାଇ କାମେ ନ ଆସେ, ତେବେ ତାକେ ବାଇରେ ପିଙ୍ଗି ଦେବାଇ ଆରି ସେଟା ଲକ୍ମନ୍ ମାଣ୍ଡି ପାକାଇବାଇ ।” အခန်းကိုကြည့်ပါ။ |
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।