ମାତିଉ 5:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ସେନ୍ତାରିସେ ତମର୍ ଉଜଲ୍ ଲକ୍ମନର୍ଟାନେ ଉଜଲ୍ ଡିସ । ସେନ୍ତାର୍ଆଲେ ତମର୍ ସତ୍କାମ୍ ଦେକି ସେମନ୍ ସର୍ଗେ ରଇବା ବାବା ପର୍ମେସରର୍ ଡାକ୍ପୁଟା କର୍ବାଇ । အခန်းကိုကြည့်ပါ။ |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !