2 ସେବେଲେ ଜିସୁ ସେମନ୍କେ ସିକିଆ ଦେଇ କଇବାର୍ ଦାର୍ଲା ।
ଏଟାର୍ପାଇ ବବିସତ୍ବକ୍ତାର୍ ଏ ବାକିଅ ପୁରାପୁରୁନ୍ ଅଇଲା । ମୁଇ ଉଦାଅରଣ୍ ଦେଇ ସେମନ୍କେ କାତା କଇବି, ଏନ୍ତାରିସେ କାଇଟା ତିଆର୍ ନ ଅଇବା ଆଗ୍ତୁଅନି ନାଜାନି ରଇବା ସବୁ ବିସଇ ମୁଇ ସେମନ୍କେ ବୁଜାଇଦେବି ।
ଜିସୁ ଜବର୍ ଲକ୍ମନ୍ ତାର୍ଟାନେ ଆଇବାଟା ଦେକି ଡଙ୍ଗର୍ ଉପ୍ରେ ଜାଇ ବସ୍ଲା । ସିସ୍ମନ୍ ତାକେ ଚାରିବେଡ୍ତି ଗେରି ରଇଲାଇ ।
ସିତିଅନି ପିତର୍ କଇଲା, “ଏବେ ମୁଇ ବୁଜିପାର୍ଲିନି ଜେ ପର୍ମେସର୍ କେତେଟା ଦଲ୍ମନ୍କେସେ ଡାକ୍ସି, ସେନ୍ତାରି ନଏଁ, ମାତର୍ ସବୁକେ ସମାନ୍ ଇସାବେ ଡାକ୍ସି ।
ପାଉଲ୍ କାତା ଅଇବାକେ ଗାଲାବେଲେ, ଗାଲିଅ ଜିଉଦିମନ୍କେ କଇଲା, “ଜଦି ଇତି କାଇ ଦସ୍ ନଇଲେ ଅପ୍ରାଦର୍ ବିସଇ ରଇସି, ତେବେ ତମର୍ ବିସଇ ସମାଲି କରି, ତମର୍ କାତା ସୁନ୍ବାଟା, ମର୍ ଇସାବେ ଟିକ୍ ଅଇସି ।
ପିଲିପ୍ ଦରମ୍ ସାସ୍ତରର୍ ଏ ପଦେଅନି ଆରାମ୍ କରି ଜିସୁର୍ ବିସଇର୍ ସୁବ୍ କବର୍ ତାକେ ଜାନାଇଲା ।
ମର୍ପାଇ ମିସା ପାର୍ତନା କରା । ଜେନ୍ତିକି ମୁଇ କାତା ଅଇବାବେଲେ ପର୍ମେସର୍ ମକେ ଟିକ୍ ବାକିଅ ଦେଅ । ସେନ୍ତାର୍ କଲେ, ସୁବ୍ କବରର୍ ଲୁଚିରଇବା ବିସଇ ମୁଇ କାକେ ନ ଡରିକରି ଲକ୍ମନ୍କେ ଜାନାଇ ପାର୍ବି ।