ମାତିଉ 5:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ମାତର୍ ମୁଇ କଇଲିନି, ଜେ ମିସା ବାଇକେ ରିସା ଅଇସି, ତାକେ ସବାଟାନେ ବିଚାର୍ନା କରାଅଇସି । ଜେ ବାଇକେ ଏ ବେକାର୍ଟାସେ ବଲି କଇସି, ତାକେ ବଡ୍ ସବାଟାନେ ବିଚାର୍ନା କର୍ବାକେ ଆନ୍ବାଇ, । ଆରି ଜେ ବାଇକେ ଏ ବକୁଆଟାସେ ବଲି କଇସି, ତାର୍ପାଇ ନରକର୍ ଜଇଟାନେ ପିଙ୍ଗାଇଅଇବା ବିପଦ୍ ଆଚେ । အခန်းကိုကြည့်ပါ။ |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।
ଜଦି ତମର୍ ସଙ୍ଗର୍ ବିସ୍ବାସି ବାଇ ପାପ୍କଲାନି ବଲି ଜାନ୍ଲେ, ଆରି ସେ ପାପ୍, ଲକ୍କେ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପ୍ ନଇଲେ, ସେ ଲକ୍କେ ରକିଆ କର ବଲି ତାକେ ଗୁଆରି କର୍ବାର୍ ଆଚେ । ଆରି ପର୍ମେସର୍ ସେ ଲକ୍କେ କେମାକରି ରକିଆ କର୍ସି । ଏଟା ଜେନ୍ତାରି ପାପ୍ ଜନ୍ଟା ମରନର୍ ବାଟେ ଲକ୍ମନ୍କେ ନ ଡାକିନେଏ, ସେନ୍ତାରି ପାପର୍ ପାଇ । ମାତର୍ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପର୍ ପାଇ, ତମେ ତାକେ ଗୁଆରି କରା ବଲି ମୁଇ କଇ ନାଇ ।