ମାତିଉ 5:30 - ସତିଅର୍ ବାଟ୍ ନୁଆ ନିୟମ୍ 202030 ଜଦି ତମର୍ ଉଜା ଆତ୍ ତମ୍କେ ପାପ୍ କାମ୍ କରାଇଲାନି ବଇଲେ, ସେଟା କାଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆତ୍ ନସ୍ଟ ଅଇବାଟା ନିକ ।” အခန်းကိုကြည့်ပါ။ |
ମାତର୍ ଏ ବାଇବଇନିମନ୍, ମୁଇ ଆଜିକେଜାକ ଜିଉଦି ନ ଅଇଲା ଲକ୍ମନ୍ ବିସ୍ବାସ୍ କଲେ ମିସା, ସୁନତ୍ କର୍ବାର୍ ଆଚେ ଆକା ବଲି ସିକାଇଲିନି ପନି । ମୁଇ ଏନ୍ତାରି ସିକାଇଲିନି ବଲି, କେତେକ୍ ଲକ୍ମନ୍ କଇବୁଲ୍ଲାଇନି । ସେନ୍ତାର୍ଆଲେ ମୁଇ ଏବେ ମିସା କାଇକେ ନିନ୍ଦା ପାଇଲିନି ? ତେବେ ମୁଇ କିରିସ୍ଟର୍ କୁରୁସ୍ ବିସଇ ଜାନାଇବାଟା ସୁନିକରି ଜିଉଦିଲକ୍ମନ୍ ରିସା ନ ଅଇତାଇ ।