36 ଆରି ନିଜର୍ ମୁଣ୍ଡ୍ ଚିଇ କରି ପର୍ମାନ୍ କରାନାଇ, କାଇକେବଇଲେ ତମେ, ତେଇର୍ ଗଟେକ୍ ଚେଣ୍ଡି ଦବ୍ଲା କି କାଲିଆ କରିନାପାରାସ୍ ।
ଦର୍ତନିର୍ ନାଉଁ ଦାରି ରାନ୍ ପାକାଆ ନାଇ, କାଇକେବଇଲେ, ସେଟା ପର୍ମେସରର୍ ପାଦ୍ ସଙ୍ଗଇବା ଜାଗା । ଜିରୁସାଲାମ୍ ଗଡର୍ ନାଉଁ ଦାରି ମିସା ରାନ୍ ପାକାଇବାଟା ଟିକ୍ ନାଇ, କାଇକେବଇଲେ ସେଟା ରାଜାମନର୍ ରାଜା ରଇବା ଜାଗା ।
ମାତର୍ ତମେ ପର୍ମାନ୍ ନିୟମ୍ ନ କରି, ତର୍ ଉଁ କାତା ଉଁ ଅ, ନାଇ କାତା ନାଇ ଅ, ଇତିଅନି ଆରି ଅଦିକ୍ କାତା କଇ ପର୍ମାନ୍ କର୍ବାଟା ସଇତାନର୍ଟାନେଅନି ଆଇଲାଟା ।”
ବଁଚ୍ବା ପାଇ ବଲି ନିଜେ ଚିନ୍ତାକରି ବିକଲ୍ ଅଇ ଜେ ତାର୍ କଣ୍ଡେକ୍ ମିସା ବଁଚ୍ବା ଦିନ୍ ପାର୍ସି କି ? ନାଇ ନାପାରେ ।
ତମର୍ ବିତ୍ରେ ଏନ୍ତାରିଲକ୍ ନ ରଅତ୍, ଜେ କି ଚିନ୍ତାକରି ତାର୍ କଣ୍ଡେକ୍ ମିସା ଆଇସ୍ ବଡାଇ ପାର୍ସି ।