43 “ମଇତର୍କେ ଆଲାଦ୍ କରା ଆରି ତମର୍ ସତ୍ରୁକେ ଗିନ୍ କରା । ଏ ସିକିଆ ତମେ ପୁର୍ବେଅନି ସୁନି ଆଚାସ୍ ।
ଆୟା ବାବାର୍ ସେବା କରା ଆରି ତମର୍ ପଡିସାର୍ ଲକ୍ମନ୍କେ ନିଜର୍ ପାରା ଆଲାଦ୍ କରା ।”
“ତମେ ସୁନି ଆଚାସ୍ ଜେ, ପୁର୍ବେଅନି ଲକ୍ମନ୍କେ କୁଆଅଇଲା ଆଚେ, ଲକ୍କେ ମରାଇବାର୍ ନାଇ । ଆରି ଜେ ମରାଇସି ବଇଲେ ସେ ବିଚାର୍ କରାଇଅଇସି ।
“ବେସିଆ କାମ୍ କରାନାଇ, ତମେ ପୁରୁବେ ଅନି ଏ ଆଦେସ୍ ସୁନି ଆସିଆଚାସ୍ ।
ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍ମନ୍କେ ଆଲାଦ୍ କରା । ସାସ୍ତରେ ଲେକା ଅଇରଇଲାପାରା ପର୍ମେସରର୍ ରାଇଜର୍ ଏ ନିୟମ୍ ଜଦି ତମେ ମାନ୍ସା, ସେନ୍ତାର୍ ଆଲେ ଟିକ୍ କଲାସ୍ନି ।
ଆରି ସେ ଆମ୍କେ ଏ ଆଦେସ୍ ଦେଇ ତିଆର୍ଲାଆଚେ, ଜେ ପର୍ମେସର୍କେ ଆଲାଦ୍ କର୍ସି, ତାର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ମିସା ଆଲାଦ୍ କର୍ବାର୍ ଆଚେ ।