47 ତମେ ଜଦି ନିଜର୍ ନିଜର୍ ବାଇମନ୍କେସେ ଜୁଆର୍ କର୍ସା, ତେବେ ଆରି ଅଦିକ୍ କାଇଟା କଲାସ୍ନି ? ବିସ୍ବାସ୍ ନକଲା ଲକ୍ମନ୍ ମିସା ସେଟା କର୍ବାଇ ।
ଗରେ କେଟ୍ଲା ବେଲେ ତେଇ ରଇଲା ଲକ୍ମନ୍କେ ଜୁଆର୍ କରି କୁଆ, ‘ତମ୍କେ ସାନ୍ତି ମିଲ’ ।
କାଇକେବଇଲେ ମୁଇ ତମ୍କେ କଇଲିନି, ସାସ୍ତର୍ ସିକାଉମନ୍ ଆରି ପାରୁସିମନର୍ତେଇଅନି ଅଦିକ୍ ବିସ୍ବାସ୍ ରଇ, ପର୍ମେସରର୍ ମନ୍ କଲା ଇସାବେ, କାମ୍ କଲେସେ ସରଗ୍ ରାଇଜେ ଜାଇପାରାସ୍ ।”
ତେବେ, ତମ୍କେ ଆଲାଦ୍ କର୍ବା ଲକ୍କେ ଆଲାଦ୍ କଲେ, ପର୍ମେସର୍ ତମ୍କେ କାଇକେ ପୁରୁସ୍କାର୍ ଦେଇସି ? ସିସ୍ତୁ ମାଙ୍ଗ୍ବା ଲକ୍ମନ୍ ମିସା ସେନ୍ତି କର୍ବାଇ ।
ସେଟାର୍ ପାଇ ତମର୍ ସରଗର୍ ବାବା ଜେନ୍ତାର୍ ସିଦ୍, ତମେ ମିସା ସେନ୍ତାର୍ ସିଦ୍ ଅଇବା ଦର୍କାର୍ ।”
“ଆରି ଜନ୍ ଲକ୍ମନ୍ ତମ୍କେ ଆଲାଦ୍ କଲାଇନି, ଜଦି ସେମନ୍କେସେ ତମେ ଆଲାଦ୍ କର୍ସା ବଇଲେ କାଇ ଆସିର୍ବାଦ୍ ପାଇସା ? କାଇକେବଇଲେ ପାପିମନ୍ ମିସା ସେନ୍ତାରି କର୍ବାଇ ।
ଆମର୍ ଆଲାଦର୍ ନିଜେ ଅସଦେଉ ଲୁକ ଆରି ଦିମା ତମ୍କେ ଜୁଆର୍ ଜାନାଇଲାଇନି ।
ଲାଉଦିକିଆତେଇ ରଇବା ବାଇବଇନିମନ୍କେ, ମର୍ ଜୁଆର୍ ଜାନାଇଦିଆସ୍ । ବଇନି ନୁମ୍ପାକେ ଆରି ତାର୍ ଗରେ ରୁଣ୍ଡ୍ବା ସବୁ ବିସ୍ବାସିମନ୍କେ ମିସା ମର୍ ଜୁଆର୍ ଜାନାଆ ।
ଜଦି ବୁଲ୍ କଲାର୍ପାଇ ଦୁକ୍କସ୍ଟ ମୁର୍ଚି କରି ଡଣ୍ଡ୍ ପାଇଲେ, ତେଇ ତମେ କଲା କରମ୍ସେ ପାଇଆଚାସ୍ । ମାତର୍ ସତ୍କାମ୍ କରି ଦୁକ୍ କସ୍ଟ ମୁରଚ୍ଲେ, ସେଟା ପର୍ମେସର୍କେ ସାର୍ଦା କରାଇସି ।