ମାତିଉ 5:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମନ୍ ବିତ୍ରେ ନିର୍ମଲ୍ ରଇଲା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍କେ ପର୍ମେସରର୍ ଦର୍ସନ୍ ମିଲ୍ସି । အခန်းကိုကြည့်ပါ။ |
ମାତର୍ ଜନ୍ଟା ଆମେ ଏବେ ଦେକ୍ଲୁନି, ସେଟା ଦର୍ପନେ ଦେକ୍ଲାପାରା ସେତେକ୍ ନିକ ଡିସେ ନାଇ । ମାତର୍ ଗଟେକ୍ ଦିନ୍ ଆଇସି, ଜେବେ କିରିସ୍ଟକେ ଆମର୍ ମୁଆଟେ ଦେକ୍ବୁ । ସେ ବେଲେ ଆମେ ନିକସଙ୍ଗ୍ ଜାନ୍ବୁ । ଏବେ ଆମେ ଉନା ବିସଇ ଜାନ୍ଲୁନି, ମାତର୍ ସେ ଦିନ୍ମନ୍କେ ଆମେ ପୁରାପୁରୁନ୍ ବାବେ ଜାନ୍ବୁ । ଜେନ୍ତାର୍ କି ପର୍ମେସର୍ ଆମ୍କେ ପୁରାପୁରୁନ୍ ବାବେ ଜାନେ ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।