ମାତିଉ 6:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଜେନ୍ତିକି ଉପାସ୍ କଲାସ୍ନି ବଲି ବିନ୍ ଲକ୍ମନ୍ ନାଜାନତ୍ । ମାତର୍ ତମର୍ ନ ଡିସ୍ବା ବାବା ସବୁ କାତା ଜାନେ । ତମେ ଲୁଚ୍ତେ ଜାଇଟା କର୍ସା, ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।” । အခန်းကိုကြည့်ပါ။ |
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।