ମାତିଉ 6:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ତେବେ ଗଟେକ୍ ଗରିବ୍ ଲକ୍କେ ଦାନ୍ ଦେବା ବେଲେ କୁଟିଆଲ୍ମନର୍ ପାରା ଦେକାଇ ନ ଉଆ । ସେମନ୍ ଲକ୍ମନର୍ତେଇ ଅନି ଡାକ୍ପୁଟା ପାଇବାକେ ପାର୍ତନା ଗରେ ଆରି ସାଇ ମଜାଇ ଦାନ୍ଦରମ୍ ଦେକାଇବାଇ । ମୁଇ ସତ୍ କଇଲିନି ଜେ, ସେମନ୍ ଇତିଅନି ସେମନର୍ ବୁତି ପୁରାପୁରୁନ୍ ପାଇସାରି ଆଚତ୍ । အခန်းကိုကြည့်ပါ။ |
ତମେ ନିଜର୍ ଆଁକିଟାନେ ରଇବା ବଡ୍ଟା କାଚ୍ରା ନ ଦେକିକରି, ନିଜର୍ ବାଇର୍ ଆଁକି ଟାନେ ରଇବା ସାନ୍ କାଚ୍ରା ଦେକି କେନ୍ତି କଇପାରାସ୍, ଆଉ ବାଇ ତମର୍ ଆଁକିଅନି କାଚ୍ରା ବାର୍କରାଇଦେବି ? ଏ କୁଟିଆଲ୍ମନ୍, ପର୍ତୁମ୍ ନିଜର୍ ଆଁକିଅନି କାଚ୍ରା ବାର୍କରାଇପାକା, ତାର୍ପଚେ ନିଜର୍ ବାଇର୍ ଆଁକିଟାନେ ରଇବା କାଚ୍ରା ସବୁ ବାର୍କରାଇବାକେ, ନିକକରି ଦେକିପାରାସ୍ ।”
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !