3 ମାତର୍ ତମେ ଅବାବେ ରଇଲା ଲକ୍କେ ସାଇଜ କଲାବେଲେ, ଏନ୍ତାରି କରା, ଜେନ୍ତିକି ତମର୍ ଲଗର୍ ମଇତର୍ ମିସା ଏ କାତା ନାଜାନ ।
ସେ କାକେ କିରଜାଟି ନ କରେ । ସେ ବେସି ଆଉଲି ନ ଅଏ । ସାଇର୍ ମଜାଇ ଟିଆ ନ ଅଏ ଆରି ଜବର୍ ଅଇତେ କାତା ନ କଏ ।
ତେବେ ଗଟେକ୍ ଗରିବ୍ ଲକ୍କେ ଦାନ୍ ଦେବା ବେଲେ କୁଟିଆଲ୍ମନର୍ ପାରା ଦେକାଇ ନ ଉଆ । ସେମନ୍ ଲକ୍ମନର୍ତେଇ ଅନି ଡାକ୍ପୁଟା ପାଇବାକେ ପାର୍ତନା ଗରେ ଆରି ସାଇ ମଜାଇ ଦାନ୍ଦରମ୍ ଦେକାଇବାଇ । ମୁଇ ସତ୍ କଇଲିନି ଜେ, ସେମନ୍ ଇତିଅନି ସେମନର୍ ବୁତି ପୁରାପୁରୁନ୍ ପାଇସାରି ଆଚତ୍ ।
ତମର୍ ଏ ଦାନ୍ ଲୁଚ୍ତେ ଅଇରଇଲେ ମିସା ସବୁ ଦେକ୍ବା ବାବା ପର୍ମେସର୍ ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।
ଜିସୁ ତାକେ କଇଲା, “ସୁନ୍, ତୁଇ କେନ୍ତିଅଇ ନିକ ଅଇଲୁସ୍, ଏ କାତା କାକେ ମିସା କ ନାଇ, ମାତର୍ ସିଦା ପୁଜାରିର୍ ଲଗେ ଜାଇକରି ନିଜ୍କେ ଦେକାଇ ଅ, ଆରି ତୁଇ ନିକ ଅଇ ଆଚୁସ୍ ବଲି ସବୁ ଲକର୍ ଟାନେ ଜାନାଇଅଇବାକେ ମସାର୍ ନିୟମ୍ ଇସାବେ ପର୍ମେସର୍କେ ସର୍ପିଦେସ୍ ।”
ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।
“ଜାଗ୍ରତ୍, ମୁଇ ତକେ ସୁକଲ୍ କଲି ବଲି କାକେ ମିସା କ ନାଇ, ମାତର୍ ଜା ଆରି ନିଜେ ପୁଜାରିକେ ଦେକାଇ ଅ ଆରି ମସା ଜନ୍ ଜନ୍ ବିରୁ ପର୍ମେସର୍କେ ଦେବାକେ ଆଦେସ୍ ଦେଲାଆଚେ, ସେ ଇସାବେ ଦେସ୍ । ଏଟାର୍ ଲାଗି ତୁଇ ସୁକଲ୍ ଅଇଜାଇଆଚୁସ୍ ବଲିକରି ପୁଜାରି ସବୁଲକର୍ ମୁଆଟେ ସାକି ଦେଅ ।”
ଜେ ଡାକ୍ପୁଟା ବଲି ଜାନାଇ ଅଇବାକେ ମନ୍କଲାନି, ସେ ନିଜର୍ କାମ୍ ଲୁଚାଇକରି ନ ସଙ୍ଗଇ ରଏ । ଜେଡେବେଲା ତମେ ଏସବୁ କରିପାର୍ଲାସ୍ନି ବଇଲେ, ଦୁନିଆର୍ ସବୁଲକ୍ ତମ୍କେ ଜାନ୍ବାଇ ।