32 କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ କଜିବୁଲ୍ବାଇ । ଆରି ଏ ସବୁ ବିସଇ ଜେ ତମ୍କେ ଲଡା, ସେଟା ତମର୍ ସରଗର୍ ବାବା ଜାନେ ।
ସେମନର୍ ପାରା ଉଆ ନାଇ । ତମେ ମାଙ୍ଗ୍ବା ଆଗ୍ତୁ ଜାଇଟା ଦର୍କାର୍, ତମର୍ ସରଗର୍ ବାବା ପର୍ମେସର୍ ସେଟା ସବୁ ଜାନ୍ସି ।
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ ବିସଇ କଜିବୁଲ୍ବାଇ । ମାତର୍ ଏ ସବୁ ବିସଇ ତମ୍କେ ଦର୍କାର୍, ସେଟା ତମର୍ ବାବା ଜାନିରଇସି ।
ତେବର୍ ପାଇ ମାପ୍ରୁର୍ ନାଉଁଦାରି ମୁଇ ତମ୍କେ ଜାଗର୍ତା କରିଦେଲିନି । ତମେ ଆରି ପର୍ମେସର୍କେ ନାଜାନ୍ଲା ଲକର୍ପାରା ଚଲାଚଲ୍ତି କରା ନାଇ ।
ଜିସୁକିରିସ୍ଟ କରି ରଇବା କାମର୍ ଲାଗି, ବେସି ରଇବା ତାର୍ ଦନ୍ସଁପତି ଟାନେଅନି ସେ ତକେ ଲଡାକେ ଆଇବା ସବୁ ବିସଇ ଦେଇସି ।
ଆରି, ଜେନ୍ତିକି ବିସ୍ବାସ୍ ନ କଲା ଲକ୍ମନର୍ପାରା ପର୍ମେସରର୍ ବାକିଅ ନ ମାନିକରି ଆସାର୍ କାମ୍ କରାନାଇ ।