7 ପାର୍ତନା କର୍ବା ବେଲେ ପର୍ମେସର୍କେ ବିସ୍ବାସ୍ ନ କର୍ବା ଲକ୍ମନର୍ ପାରା ଅରତ୍ ନଇଲା କାତା ତର୍କେ ତର୍ କଇ ଆଉଲି ନ ଉଆ, ବେସି ପର୍ ପାର୍ତନା କଲେ ସେ ପର୍ମେସର୍ ସୁନ୍ସି ବଲି, ସେମନ୍ ମନେ ବାବ୍ବାଇ ।
ଏଲେ ମିସା ଜଦି ସେ ତମର୍ କାତା ନ ସୁନେ, ମଣ୍ଡଲିତେଇ ଜାନାଇ ଦିଆସ୍ । ସାରାସାରି ଜଦି ମଣ୍ଡଲିର୍ କାତା ମିସା ନ ସୁନେ ବଇଲେ, ତାକେ ଗଟେକ୍ ସିସ୍ତୁମାଙ୍ଗୁ, ବିସ୍ବାସ୍ ନ କର୍ବା ଲକ୍ ବଲି ବାବିକରି, ତାର୍ ସଙ୍ଗ୍ ମିଲାମିସା କର୍ବାଟା ଚାଡି ଦିଆସ୍ ।
ଜିସୁ ତାକର୍ ଟାନେଅନି କଣ୍ଡେକ୍ ଦୁରିକେ ଜାଇ ବୁଏଁ ଉମ୍ତାଡିଅଇ ପାର୍ତନା କଲା, “ବାବା ଜଦି ଅଇସି ବଇଲେ ଏ ଦୁକ୍ ପୁରୁନର୍ ମୁତା ମର୍ଟାନେଅନି ଦାରି ଜା, ମାତର୍ ମୁଇ ମନ୍ କଲାଟା ନଏଁ, ତମେ ମନ୍ କଲାଟା ପୁରାପୁରୁନ୍ ଅ ।”
ଜିସୁ ଆରି ତରେକ୍ ଜାଇ ପାର୍ତନା କଲା, “ଏ ମର୍ ବାବା ଜଦି ଏ ଦୁକର୍ ମୁତା ମର୍ଟାନେଅନି ନ ନେଲେ, ମୁଇ ସେଟା କାଇବାକେ ସେ ପଡ୍ସି । ମାତର୍ ମୁଇ ମନ୍ କଲାଟା ନାଇ, ତମେ ମନ୍ କଲାଟା ପୁରାପୁରୁନ୍ ଅ ।”
ଏଟାସଙ୍ଗ୍ ତିନ୍ତର୍ ଅଇଲା ଜିସୁ ସେମନ୍କେ ଚାଡିକରି କଣ୍ଡେକ୍ ଦୁରିକେ ଜାଇ ସେନ୍ତାରି ପାର୍ତନା କଲା ।
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ କଜିବୁଲ୍ବାଇ । ଆରି ଏ ସବୁ ବିସଇ ଜେ ତମ୍କେ ଲଡା, ସେଟା ତମର୍ ସରଗର୍ ବାବା ଜାନେ ।
ମାତର୍ ସେ ଗଟେକ୍ ଜିଉଦିଲକ୍ ବଲି ଜାନିକରି ଲକ୍ମନ୍ ଏକାତରେକ୍ ଆଉଲିଅଇକରି “ଆର୍ତେମି ଦେବିର୍ ଜୟ ଜୟ ଅ !” ବଲି ଦୁଇ ଗଁଟା ଜାକ ଆଉଲି ଅଇ ରଇଲାଇ ।