14 ମାତର୍ ନ ସାର୍ବା ଜିବନେ ମିସି ରଇଲା ବାଟ୍, ଚିପଙ୍ଗା ଆରି ଜିବାଟା ବେସି କସ୍ଟ । ଉନା ଲକ୍ ସେ ବାଟ୍ କଜି କଜି ମିଲାଇବାଇ ।”
ଜିସୁ ଏ କାତା କଇସାରାଇ କଇଲା, “ଜନ୍ ଲକ୍ମନ୍ ଏବେ ପଚେ ଆଚତ୍ ସେମନ୍, ଆଗ୍ତୁ ଅଇବାଇ । ଆରି ଜନ୍ ଲକ୍ମନ୍ ଆଗ୍ତୁ ଆଚତ୍ ସେମନ୍ ପଚେ ସେ ରଇଜିବାଇ ।”
ଜିସୁ କାତାନି କଇସାରାଇ କଇଲା, ବେସି ଲକ୍କେ ଡାକ୍ବାଇ, ମାତର୍ ଉନାଲକ୍କେ ବାଚ୍ବାଇ ।
“ଚିପଙ୍ଗା ଦୁଆର୍ ବାଟେ ଜାଆ । କାଇକେବଇଲେ ବିନାସ୍ କର୍ବାକେ ନେବା ନର୍କେ ଜିବା ବାଟ୍ ଅସାର୍ ଆରି ସୁବିଦାର୍ଟା । କେତେ କେତେ ଲକ୍ ସେ ବାଟେ ଜିବାଇ ।
“ଟକାବଣ୍ଡା କର୍ବା ବବିସତ୍ବକ୍ତାମନର୍ ତେଇଅନି ଜାଗର୍ତା ଅଇରୁଆ, ସେମନ୍ ବାଇରେ ମେଣ୍ଡା ପାରା ଡିସ୍ବାଇ ମାତର୍ ତାକର୍ ମନ୍ ବିତ୍ରେ ବାଲିଆଡୁର୍କାମନର୍ ପାରା ।
ତାର୍ପଚେ ଜିସୁ ସିସ୍ମନ୍କେ ଆରି ଲକ୍ମନ୍କେ ତାର୍ଲଗେ ଡାକିକରି କଇଲାଇ “କେ ମର୍ ସିସ୍ ଅଇବାକେ ମନ୍ କଲାନି ବଇଲେ, ସେ ତାର୍ ନିଜର୍ ମନ୍ କଲାଟା ଚାଡିଦେଇକରି କୁର୍ସତେଇ ମର୍ବା ଲକ୍ମନ୍ ପାଇବା ଦୁକ୍ କସ୍ଟ ପାରା ଦୁକ୍ କସ୍ଟ ପାଇବାକେ, ତିଆର୍ ଅଇକରି ମର୍ସଙ୍ଗ୍ ଆଇବାର୍ ଆଚେ ।
ଏ ଉନା ମେଣ୍ଡାରାସି, ଡରାନାଇ, କାଇକେବଇଲେ ତମର୍ ବାବା ତମ୍କେ ତାର୍ ରାଇଜ୍ ଦେବାକେ ମନ୍କଲାଆଚେ ।
ସେମନ୍ ତମ୍କେ ପାର୍ତନା ଗରେଅନି ବାର୍କରାଇ ଦେବାଇ । ଉଁ ଏନ୍ତାରି ବେଲା ଆଇଲାନି, ଜେ ମିସା ତମ୍କେ ମରାଇବାଇ, ସେଟା ପର୍ମେସର୍କେ ସେବା କଲାପାରା ରଇସି ।
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।”
ସେମନ୍ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ଅଇ ରଇବାକେ ସାର୍ଦା କଲାଇ । ସେମନ୍ ସିକିଆ ଦେଇ କଇଲାଇ, “ପରମେସରର୍ ରାଇଜେ କେଟ୍ବାକେ ଆଲେ ଆମ୍କେ ବେସି ଦୁକ୍କସ୍ଟ ଦେଇ ଜିବାକେ ଅଇସି ।”
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା ।
କାଇକେ ନାପାର୍ଲାଇ ? କାଇକେବଇଲେ ସେମନ୍ ପର୍ମେସର୍କେ ବିସ୍ବାସ୍ ନ କର୍ତେ ନିୟମ୍ ମାନ୍ବାକେ ଚେସ୍ଟା କଲାଇ ଆରି ତାର୍ ମୁଆଟେ ଦରମ୍ ବଲାଇ ଅଇବାକେ ବାବ୍ଲାଇ । ଏଟାର୍ଲାଗି ବାଟେ ଗାଡିରଇବା ବଡ୍ ପାକ୍ନାଟାନେ ଟେସାଇଅଇଲା ଲକ୍ମନର୍ପାରା ଅଇଗାଲା ।