16 ସେମନର୍ କର୍ବା କାମ୍ ଦେକି ତମେ ସେମନ୍କେ ଚିନିପାରାସ୍ । କାଟା ବୁଟାଇ ଅଙ୍ଗୁର୍ ନ ପଲେ କି କାଟାକଲି ବୁଟାଇ ଡୁମ୍ରି ପଲ୍ ନ ଦାରେ ।
“ନିକ ପଲ୍ ଦାର୍ବାର୍ଆଲେ ଗଟେକ୍ ଗଚ୍ ନିକ ଅଇବାର୍ ଆଚେ । ବାନିଆ ଗଚେ ବାନିଆ ପଲ୍ ଅଇସି । ଗଚ୍ କେନ୍ତିଟା, ତାର୍ ପଲେ ଅନି ଜାନାପଡ୍ସି ।
ସେନ୍ତାରି ସେ ଟକାବଣ୍ଡା କର୍ବା ବବିସତ୍ବକ୍ତାମନର୍ କାମ୍ କର୍ବାଟାନେ ଅନି ତମେ ସେମନ୍କେ ଚିନିପାରାସ୍ ।”
ମାତର୍ ଆତ୍ମାର୍ ପଲ୍ ଅଇଲାନି, ଆଲାଦ୍ କରାକରି ଅଇବାଟା, ସାର୍ଦାସଙ୍ଗ୍ ରଇବାଟା, ସାନ୍ତିସଙ୍ଗ୍ ରଇବାଟା, ମୁର୍ଚିକରି ରଇବାଟା, ବିନ୍ଲକ୍କେ ଉପ୍କାର୍ କର୍ବାଟା, ନିମାନ୍ ଚଲାଚଲ୍ତି କର୍ବାଟା, ବିସ୍ବାସେ କାମ୍କର୍ବାଟା, ସଲଦ୍ ଅଇବାଟା, ଆତ୍ମାଇ ସାଆସ୍ ଦାରି ଚଲାଚଲ୍ତି କର୍ବାଟା,
ମାତର୍ କେ ଆଲେ ମକେ କଇସି, ଗଟେକ୍ ଲକର୍ ବିସ୍ବାସ୍ ଆଚେ ଆରି ଗଟେକ୍ ଲକର୍ ନିକ କାମ୍ ଆଚେ, ମୁଇ ତାକେ କଇବି ନିକ କାମ୍ ଚାଡି, ଗଟେକ୍ ଲକ୍କେ କେନ୍ତି ବିସ୍ବାସ୍ ଅଇସି ? । ଅବ୍କା ବିସ୍ବାସ୍ କର୍ତେରଇବା ଲକ୍ ରଇଲେ ମକେ ଦେକାଆ । ମର୍ କର୍ବା ନିକ କାମ୍ ସଙ୍ଗ୍ ମର୍ ବିସ୍ବାସ୍ ମୁଇ ଦେକାଇବି ।
ଏ ମର୍ ବାଇବଇନିମନ୍, ଡୁମ୍ରିଗଚେ ଜିତ୍ପଲ୍ ନ ପଲେ କି କାଇ ଅଙ୍ଗୁର୍ ମାଲେ ଡୁମ୍ରି ନ ପଲେ । ସେନ୍ତାରିସେ ଗଟେକ୍ ଗଲାପାନି ବାରଇବା ଚୁଆଇ ଅନି ନିର୍ମଲ୍ ପାନି ନ ବାରଏ ।