20 ସେନ୍ତାରି ସେ ଟକାବଣ୍ଡା କର୍ବା ବବିସତ୍ବକ୍ତାମନର୍ କାମ୍ କର୍ବାଟାନେ ଅନି ତମେ ସେମନ୍କେ ଚିନିପାରାସ୍ ।”
“ନିକ ପଲ୍ ଦାର୍ବାର୍ଆଲେ ଗଟେକ୍ ଗଚ୍ ନିକ ଅଇବାର୍ ଆଚେ । ବାନିଆ ଗଚେ ବାନିଆ ପଲ୍ ଅଇସି । ଗଚ୍ କେନ୍ତିଟା, ତାର୍ ପଲେ ଅନି ଜାନାପଡ୍ସି ।
ସେମନର୍ କର୍ବା କାମ୍ ଦେକି ତମେ ସେମନ୍କେ ଚିନିପାରାସ୍ । କାଟା ବୁଟାଇ ଅଙ୍ଗୁର୍ ନ ପଲେ କି କାଟାକଲି ବୁଟାଇ ଡୁମ୍ରି ପଲ୍ ନ ଦାରେ ।
କାଇକେବଇଲେ ଗଚ୍ମନ୍କେ ତାର୍ ପଲର୍ଲାଗି ଜାନିଅଇସି । କାଟା ଗଚେଅନି ଲକ୍ମନ୍ ଡୁମ୍ରି ପଲ୍ ନ ତଲତ୍, କି କାଟା ବୁଟାଇଅନି ଅଙ୍ଗୁର୍ ପଲ୍ ନ ତଲତ୍ ।
ସେଟାର୍ ପାଇ ଜିସୁର୍ ସିସ୍ମନର୍ ବିସଇ ମୁଇ ତମ୍କେ କଇଲିନି, ସେମନ୍ କର୍ବା କାମ୍ ତେବାଆ ନାଇ, ଚାଡିଦିଆସ୍ । ସେମନ୍ କର୍ବା କାମ୍ ଆରି ଜଜନା ଜଦି ଲକ୍ମନର୍ଟାନେଅନି ଆସିରଇସି, ତେବେ ସେମନ୍ ମିସା ଆରିଜିବାଇ ।
ଏ ମର୍ ବାଇବଇନିମନ୍, ଡୁମ୍ରିଗଚେ ଜିତ୍ପଲ୍ ନ ପଲେ କି କାଇ ଅଙ୍ଗୁର୍ ମାଲେ ଡୁମ୍ରି ନ ପଲେ । ସେନ୍ତାରିସେ ଗଟେକ୍ ଗଲାପାନି ବାରଇବା ଚୁଆଇ ଅନି ନିର୍ମଲ୍ ପାନି ନ ବାରଏ ।