26 “ମାତର୍ ଜନ୍ ଲକ୍ମନ୍ ମର୍ କାତା ସୁନିକରି ମିସା ସେ ଇସାବେ ଚଲାଚଲ୍ତି ନ କରତ୍, ସେମନ୍ ବାଲି ଗାଦି ଉପ୍ରେ ଗର୍ ତିଆର୍ କରି ରଇବା ବକୁଆ ଲକ୍ ପାରା ।
“ଜେ ମର୍ କାତା ସୁନି, ସେ ଇସାବେ ଚାଲ୍ସି, ସେ ବଡ୍ ରାଙ୍ଗ୍ନି ପାକ୍ନା ଉପ୍ରେ ଗର୍ କର୍ବା ଗିଆନ୍ଲକର୍ ପାରା ।
ଅପର୍ବଲ୍ ବର୍ସା ମାର୍ଲାକେ ଗାଡ୍ ଉଚ୍ଲି ଗାଲା ଆରି ସେ ଗର୍ ଉପ୍ରେ ବେସି ପବନ୍ ଦାର୍ଲା । ମାତର୍ ସେ ଗର୍ ବସ୍ଲେ ନାଇ । କାଇକେ ବଇଲେ ସେଟା ପାକ୍ନା ଉପ୍ରେ ତିଆର୍ ଅଇରଇଲା ।”
ଅପର୍ବଲ୍ ବର୍ସା ଅଇଲାକେ ଗାଡ୍ ପୁରି ଉଚଲ୍ଲା, ଜବର୍ ବାଉଦୁକା ଆଇଲା ଆରି ଗର୍ କୁରୁପ୍ନାସ୍ ଅଇଗାଲା । ସେ କୁରୁପ୍ନାସ୍ ଅଇଲାଟା କେଡେ ଇନସ୍ତା ରଇଲା ! ”
ମାତର୍ ଜନ୍ ଲକ୍ମନ୍ ମର୍କାତା ସୁନିକରି ମିସା ସେ ଇସାବେ ଚଲାଚଲ୍ତି ନ କରତ୍, ସେ କୁନାଦି ନ କରି, ବାଲି ଉପ୍ରେ ଗର୍କଲା ଲକର୍ପାରା । ଜବର୍ ଅଇତେ ଉଦ୍କାମାର୍ଲା ଦାପ୍ରେ ସେ ଗର୍ ବସ୍ଲିଗାଲା ଆରି ସେଟା ଅପର୍ବଲ୍ ବିନାସ୍ ଅଇଲା ।”
ମାତର୍ ଏ ନିଲ୍ଜାଇ ଲକ୍ମନ୍ ତମେ ବୁଜିନାପାରାସ୍, ଜଦି ଗଟେକ୍ ଲକ୍ ମୁଇ ବିସ୍ବାସ୍ କଲିନି, ବଲି କଇସି ଆରି ନିକ କାମ୍ ନ କରେ, ସେନ୍ତାର୍ଆଲେ ତାର୍ ବିସ୍ବାସ୍ କର୍ବାଟା ଚୁଚାଇସେ ।