27 ଅପର୍ବଲ୍ ବର୍ସା ଅଇଲାକେ ଗାଡ୍ ପୁରି ଉଚଲ୍ଲା, ଜବର୍ ବାଉଦୁକା ଆଇଲା ଆରି ଗର୍ କୁରୁପ୍ନାସ୍ ଅଇଗାଲା । ସେ କୁରୁପ୍ନାସ୍ ଅଇଲାଟା କେଡେ ଇନସ୍ତା ରଇଲା ! ”
ଅପର୍ବଲ୍ ବର୍ସା ମାର୍ଲାକେ ଗାଡ୍ ଉଚ୍ଲି ଗାଲା ଆରି ସେ ଗର୍ ଉପ୍ରେ ବେସି ପବନ୍ ଦାର୍ଲା । ମାତର୍ ସେ ଗର୍ ବସ୍ଲେ ନାଇ । କାଇକେ ବଇଲେ ସେଟା ପାକ୍ନା ଉପ୍ରେ ତିଆର୍ ଅଇରଇଲା ।”
“ମାତର୍ ଜନ୍ ଲକ୍ମନ୍ ମର୍ କାତା ସୁନିକରି ମିସା ସେ ଇସାବେ ଚଲାଚଲ୍ତି ନ କରତ୍, ସେମନ୍ ବାଲି ଗାଦି ଉପ୍ରେ ଗର୍ ତିଆର୍ କରି ରଇବା ବକୁଆ ଲକ୍ ପାରା ।
ସାରାସାରି ଜାକ ଜିସୁ ସିକିଆ ଦେବାଟାନେ ଏ ସବୁ କାତା ସୁନିକରି ଲକ୍ମନ୍ କାବା ଅଇଗାଲାଇ ।
କିରିସ୍ଟ ଆରି ତରେକ୍ ଆଇବା ଦିନେ ଗଟେକ୍ ଗଟେକ୍ ଲକର୍ କରିରଇବା ସବୁ କାମ୍ କେନ୍ତାଟା ବଲି ଜଇଟାନେ ଜାନାପଡିଜାଇସି । ସେଟା ଗଟେକ୍ ଏନ୍ତି ବେଲା ଆଇସି ଜେଡେବେଲେ ସବୁ ଜିନିସ୍ ଜଇଟାନେ ପଡାଇ ପରିକା କରାଅଇସି ।