28 ସାରାସାରି ଜାକ ଜିସୁ ସିକିଆ ଦେବାଟାନେ ଏ ସବୁ କାତା ସୁନିକରି ଲକ୍ମନ୍ କାବା ଅଇଗାଲାଇ ।
ଜିସୁ ବାର୍ଟା ସିସ୍ମନ୍କେ ସିକାଇ କରି କଇ ପାଟାଇ ସାର୍ଲା ପଚେ, ସେ ଜାଗା ଚାଡିକରି ଲଗେ ରଇଲା ଗଡ୍ମନର୍ ଲକ୍ମନ୍କେ ଜାଇ ସିକାଇଲା ଆରି ମାପ୍ରୁର୍ କାତା ସୁନାଇବାର୍ ଦାର୍ଲା ।
ଜିସୁ ଏ ସବୁ କଇସାର୍ଲା ପଚେ ଗାଲିଲି ଚାଡିକରି ଜର୍ଦନ୍ ଗାଡ୍ ସେପାଟେ ରଇଲା ଜିଉଦା ଜାଗାଇ କେଟ୍ଲା ।
ଲକ୍ମନ୍ ଜିସୁର୍ ସିକାଇବାଟା ସୁନିକରି କାବାଅଇଗାଲାଇ ।
ଜିସୁ ଏ ସବୁ ସିକିଆ ଦେଇ ସାରାଇଲା ପଚେ ସିସ୍ମନ୍କେ,
ଅପର୍ବଲ୍ ବର୍ସା ଅଇଲାକେ ଗାଡ୍ ପୁରି ଉଚଲ୍ଲା, ଜବର୍ ବାଉଦୁକା ଆଇଲା ଆରି ଗର୍ କୁରୁପ୍ନାସ୍ ଅଇଗାଲା । ସେ କୁରୁପ୍ନାସ୍ ଅଇଲାଟା କେଡେ ଇନସ୍ତା ରଇଲା ! ”
ସେ ବିନ୍ବିନ୍ ସାସ୍ତର୍ ସିକାଉମନର୍ ପାରା ନ ସିକାଇକରି ନିଜର୍ ଅଦିକାର୍ ସଙ୍ଗ୍ ସିକାଇତେ ରଇଲା ।
ଲକ୍ମନ୍ ତାର୍ ସିକିଆ ସୁନି କାବା ଅଇଗାଲାଇ, ସେ ସାସ୍ତର୍ ସିକାଉପାରା ନ ସିକାଇ, ନିଜର୍ ଅଦିକାର୍ ସଙ୍ଗ୍ ସିକିଆ ଦେଇତେ ରଇଲା ।
ତେଇ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ ଏ କାତା ସୁନି, ଜିସୁକେ କେନ୍ତି ମରାଇବାର୍ ଅଇସି ବଲି ଚେସ୍ଟା କର୍ତେରଇଲାଇ । ମାତର୍ ଲକ୍ମନ୍କେ ଡର୍ତେରଇଲାଇ । କାଇକେବଇଲେ ଲକ୍ମନ୍ ସେ ସିକାଇଦେବା ବିସଇ କାବା ଅଇକରି ବେସି ମନ୍ କରି ସୁନ୍ତେରଇଲାଇ ।
ବିସ୍ରାମ୍ବାର୍ ଆଇଲାକେ, ସେ ଜିଉଦିମନର୍ ପାର୍ତନା ଗରେ ସିକିଆ ଦେବାର୍ ଦାର୍ଲା, ଆରି କେତେ କେତେ ଲକ୍ ତାର୍ କାତା ସୁନି କାବା ଅଇ କଇଲାଇ, “ଏ ଲକ୍ ଏ ସବୁଜାକ କନ୍ତି ଅନି ସିକ୍ଲା ? ଆରି, ଆକେ ଏନ୍ତାରି ଗିଆନ୍ କେ ଦେଲା ? ଆରି କେବେ ନ ଅଇବା କାମର୍ ବପୁ କନ୍ତିଅନି ପାଇଲା ?
କାଇକେ ବଇଲେ ଗୁଲାଇ ଲକ୍, ଜିସୁ ସିକାଇଦେବା କାତା ଆରି ସେ କଇତେରଇବା ପଦ୍ମନ୍ ମନ୍ଦିଆନ୍ ଦେଇ ସୁନ୍ତେ ରଇଲାଇ । ତେବର୍ ପାଇ ସେମନ୍ କେନ୍ତାର୍ କର୍ବାର୍ ବଲି ବାଟ୍ ମିଲାଇ ନାପାର୍ତେ ରଇଲାଇ ।
ଆରି ତେଇ ଜେତ୍କି ଲକ୍ ତାର୍ କାତା ସୁନ୍ତେରଇଲାଇ, ସବୁଲକ୍ ସେ କାତା ଅଇବାଟା ଆରି ତାର୍ ବୁଦି ଦେକି କାବାଅଇ ଜାଇତେରଇଲାଇ ।
ଜିସୁର୍ ବିସଇ ନେଇକରି ସବୁଲକ୍ ନିକ ସାକି ଦେବାର୍ ଦାର୍ଲାଇ ଆରି ସେ କଇବା, ମନ୍କେ ପାଇଲା ବାକିଅ ସୁନି କାବାଅଇଲାଇ, ଆରି ସେମନ୍ “ଏଟାକାଇ ଜସେପର୍ ପ ନଏଁ ଜେ ?” ବଲି କଇବାର୍ଦାର୍ଲାଇ ।
ଲକ୍ମନ୍ ତାର୍ ସିକାଇବାଟା ଦେକି କାବାଅଇଗାଲାଇ, କାଇକେବଇଲେ ତାର୍ ବାକିଅ ଅଦିକାର୍ ସଙ୍ଗ୍ ରଇଲା ।
ଜିସୁ ଲକ୍ମନ୍କେ ସବୁ କାତା କଇ ସାରାଇକରି କପର୍ନାଉମ୍ ସଅରେ କେଟ୍ଲା ।
ତେଇ ଜିଉଦି ନେତାମନ୍ କାବାଅଇଜାଇ କରି କଇଲାଇ, “ଏ ଲକ୍ ପାଟ୍ ନ ପଡି ମିସା କେନ୍ତି ଏତ୍କି ବିସଇ ଜାନିଆଚେ ?”
ଜାଗୁଆଲ୍ମନ୍ କଇଲାଇ, “ଏ ଲକ୍ କଇଲା ପାରା କାତା ଆଜିକେଜାକ କେ ମିସା କଅତ୍ ନାଇ ।”