3 ତମର୍ ଆଁକିତେଇ ବଡ୍ କାଚ୍ରା ରଇଲେ ମିସା, କାଇକେ ତମର୍ ବାଇର୍ ଆଁକିଟାନେ ରଇବା କାଚ୍ରା, ନିକସଙ୍ଗ୍ ଦେକ୍ଲାସ୍ନି ?
ନିଜର୍ ଆଁକିତେଇ ବଡ୍ କାଚ୍ରା ରଉରଉ ତମେ କାଇ ସାଆସେ ତମର୍ ବାଇର୍ ଆଁକିତେଇ ରଇବା କାଚ୍ରା ବାର୍କରାଇ ଦେବି ବଲି କଇଲାସ୍ନି ?
ଏରେ କୁଟିଆଲ୍ମନ୍ ! ଆଗେ ନିଜର୍ ଆଁକିତେଇ ରଇଲା କାଚ୍ରା ବାର୍କରାଇ ପାକା, ତାର୍ ପଚେ ନିଜର୍ ବାଇର୍ ଆଁକିତେଇ ରଇବା କାଚ୍ରା ବାର୍କରାଇବାକେ ନିମାନ୍ କରି ଦେକି ପାରାସ୍ ।
ପାରୁସି ଲକ୍ ନିଜେ ଅଲପ୍ ଦୁରିକେ ଟିଆଅଇ ଏନ୍ତି ପାର୍ତନା କର୍ବାର୍ ବସ୍ଲା, “ଏ ପର୍ମେସର୍ ମୁଇ ତମ୍କେ ଦନିଅବାଦ୍ ଦେଲିନି । ମୁଇ ବିନ୍ଲକର୍ପାରା ଲବ୍ରା ନାଇ କି ମିଚ୍ମାୟା ନାଇ କି ବେସିଆ କାମ୍ କରି ନାଇ । ଆରି ତକେ ଜୁଆର୍ କଲିନି ମୁଇ ଏ ସିସ୍ତୁମାଙ୍ଗୁ ପାରା ନଇ ।”
ତେବେ ଏ ମର୍ ମଇତର୍ମନ୍, ତମେ କାଇ ବିନ୍ ଲକର୍ ବିଚାର୍ କଲାସ୍ନି କି ? ତମେ ଜେ ଅଇରଇଲେ ମିସା, ଏନ୍ତି କର୍ବାଟା ଟିକ୍ ନଏଁ । ବିନ୍ ଲକର୍ ଦସ୍ଦାରି ତମେ ଜଦି ନିଜେ ସେ ଦସ୍ କର୍ତେ ରଇସା ବଇଲେ, ତମେ ନିଜେ, ନିଜ୍କେ ଦସି ବଲାଇ ଅଇଲାସ୍ନି ।
ଏ ବାଇବଇନିମନ୍ ଜଦି ତମର୍ ବିତ୍ରେ କେ କାରାପ୍ କାମ୍ କଲା ବେଲେ ଦାରାପଡ୍ଲେ, ତମର୍ଟାନେ ଜେ ସୁକଲ୍ ଆତ୍ମାଇଅନି ଚାଲ୍ନା ପାଇଲାନି, ସେ ତାକେ ଟିକ୍ ବାଟେ ଆନ୍ବାର୍ ଆଚେ । ମାତର୍ ସେ ଏ କାମ୍ ସାର୍ଦା ଆରି ସଲଦ୍ସଙ୍ଗ୍ କର୍ବାର୍ ଆଚେ । ଆରି ଜାଗ୍ରତ୍, ଜେନ୍ତିକି ସେ ନିଜେ ସେନ୍ତାର୍ କାମ୍ କର୍ବାକେ ମନ୍ କର୍ବାର୍ ନାଇ ।