ମାତିଉ 7:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଏରେ କୁଟିଆଲ୍ମନ୍ ! ଆଗେ ନିଜର୍ ଆଁକିତେଇ ରଇଲା କାଚ୍ରା ବାର୍କରାଇ ପାକା, ତାର୍ ପଚେ ନିଜର୍ ବାଇର୍ ଆଁକିତେଇ ରଇବା କାଚ୍ରା ବାର୍କରାଇବାକେ ନିମାନ୍ କରି ଦେକି ପାରାସ୍ । အခန်းကိုကြည့်ပါ။ |
ତମେ ନିଜର୍ ଆଁକିଟାନେ ରଇବା ବଡ୍ଟା କାଚ୍ରା ନ ଦେକିକରି, ନିଜର୍ ବାଇର୍ ଆଁକି ଟାନେ ରଇବା ସାନ୍ କାଚ୍ରା ଦେକି କେନ୍ତି କଇପାରାସ୍, ଆଉ ବାଇ ତମର୍ ଆଁକିଅନି କାଚ୍ରା ବାର୍କରାଇଦେବି ? ଏ କୁଟିଆଲ୍ମନ୍, ପର୍ତୁମ୍ ନିଜର୍ ଆଁକିଅନି କାଚ୍ରା ବାର୍କରାଇପାକା, ତାର୍ପଚେ ନିଜର୍ ବାଇର୍ ଆଁକିଟାନେ ରଇବା କାଚ୍ରା ସବୁ ବାର୍କରାଇବାକେ, ନିକକରି ଦେକିପାରାସ୍ ।”