ମାତିଉ 7:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ସୁକଲ୍ ଦିନ୍ସୁ କୁକୁର୍ମନ୍କେ ଦିଆସ୍ ନାଇ, ସେମନ୍ ପାସ୍ଲିକରି ତମ୍କେ ଚାବିପାକାଇବାଇ । ଗୁସ୍ରି ମନର୍ ମୁଆଟେ ମୁକ୍ତା ପାକାଆ ନାଇ, ସେମନ୍ ମୁକ୍ତାର୍ ମୁଲିଅ ନ ବୁଜିକରି ମାଣ୍ଡିପାକାଇବାଇ । အခန်းကိုကြည့်ပါ။ |
ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।