18 ଜିସୁ ତାର୍ ଚାରିବେଟ୍ତି ରଇଲା ବେସି ଲକ୍ମନ୍କେ ଦେକିକରି ତାର୍ ସିସ୍ମନ୍କେ ଗାଡ୍ ସେପାଟ୍ ଜିବାକେ କଇଲା ।
ତାର୍ପଚେ ଜିସୁ ସିସ୍ମନ୍କେ ଡଙ୍ଗାଇ ବସାଇ ଗାଡ୍ ସେପାଟେ ଜିବାକେ କଇଲା । ସେ ନିଜେ ପଚେ ରଇଜାଇକରି ଲକ୍ମନ୍କେ ପାଟାଇତେ ରଇଲା ।
ଜିସୁ ଡଙ୍ଗ୍ରେ ଅନି ଉତ୍ରି ଆଇଲା ଦାପ୍ରେ, ବେସି ଲକ୍ମନ୍ ତାର୍ ପଚେ ପଚେ ଇଣ୍ଡ୍ଲାଇ ।
ସେଦିନେ ସଞ୍ଜ୍ ଅଇଲାକେ ଜିସୁ ସେମନ୍କେ କଇଲା, “ଆସା, ଗାଡ୍ ସେପାଟେ ଜୁ ।”
ଜିସୁ ଡଙ୍ଗା ଲଙ୍ଗି ଜାଇ ଆରିତରେକ୍ ବାଉଡି ଆଇଲାଦାପ୍ରେ, ଜବର୍ଲକ୍ ତାର୍ ଲଗେ ରୁଣ୍ଡ୍ଲାଇ, ଆରି ସେ ସମ୍ଦୁର୍ କଣ୍ଡି ରଇଲା ।
ସେଦାପ୍ରେ ଜିସୁ ନିଜର୍ ସିସ୍ମନ୍କେ ଡଙ୍ଗାଇ ବସି ଗାଡ୍ ସେପାଟର୍ ବେତ୍ସାଇଦାଇ ତାର୍ ଆଗ୍ତୁ ଜିବାକେ କଇଲା, ଆରି ତେଇ ରଇଲା ଲକ୍ମନ୍କେ ନିଜର୍ ନିଜର୍ ଗର୍ମନ୍କେ ପାଟାଇ ଦେଲା ।
ତାର୍ପଚେ ଜିସୁ ଆରି ତାର୍ ସିସ୍ମନ୍ ସେମନ୍କେ ତେଇ ଚାଡି ଡଙ୍ଗାଇ ଚଗି ଆରି ତରେକ୍ ଗାଡ୍ ସେପାଟେ ଗାଲା ।
ଦିନେକ୍ ଜିସୁ ଆରି ତାର୍ ସିସ୍ମନ୍ ଗଟେକ୍ ଡଙ୍ଗାଇ ଚଗ୍ଲାଇ, ଆରି ସେ ସିସ୍ମନ୍କେ କଇଲା, “ଆସା, ଗାଡ୍ ସେପାଟେ ଜୁ ।” ତେଇ ସେମନ୍ ଡଙ୍ଗା ମେଲ୍ଲାଇ ।
ସେଦାପ୍ରେସେ ଲକ୍ମନ୍ ଜିସୁକେ ରାଜା କରାଇବାକେ ତିଆର୍ ଅଇବାଟା ଜାନି, ତେଇଅନି ସେ ଗଟେକ୍ ଲକ୍ ଡଙ୍ଗର୍ ଉପ୍ରେ ଉଟିଗାଲା ।