ମାତିଉ 8:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ସେବେଲେ ଗଟେକ୍ ବଡ୍ ରଗି ଜିସୁର୍ ମୁଆଟେ ଆସି ମାଣ୍ଡିକୁଟା ଦେଇ କଇଲା, “ଏ ମାପ୍ରୁ, ତମେ ଜଦି ମନ୍ କଲାସ୍ନି ବଇଲେ ମକେ ସୁକଲ୍ କରି ପାରାସ୍ ।” အခန်းကိုကြည့်ပါ။ |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”