20 ମାତର୍ ଜିସୁ ତାକେ କଇଲା, “କଲିଆ ରଇବାକେ ପାଆର୍ ଆଚେ, ଆରି ଉଡିବୁଲ୍ବା ଚଡଇମନ୍ ରଇବାକେ ଗୁଡା ଆଚେ, ମାତର୍ ନର୍ପିଲା ମୁଇ, ମକେ ରଇବାକେ ଜାଗା ନାଇ ।”
ଜଦି କେ ନର୍ପିଲା, ମର୍ ବିରଦେ ନିନ୍ଦା କାତା କଇଲେ, ତାକେ କେମା ମିଲ୍ସି, ମାତର୍ ଜେ ଜଦି ସୁକଲ୍ ଆତ୍ମାର୍ ବିରୁଦେ ନିନ୍ଦା କାତା କଇଲେ ତାକେ ଏବେ କି ପଚ୍କେ ମିସା କେମା ନ ମିଲେ ।
“ଜୁନସ୍ ଜେନ୍ତି ମାଚ୍ ପେଟେ ତିନ୍ ଦିନ୍ ତିନ୍ ରାତି ରଇଲା, ସେନ୍ତି ନର୍ପିଲା ମୁଇ ମିସା ମାଟି ତଲେ ତିନ୍ ଦିନ୍ ତିନ୍ ରାତି କାଟାଇବି ।
ଜାନିରୁଆ, ନର୍ପିଲା ମୁଇ ନିଜେ ବିସ୍ରାମ୍ବାରର୍ ମାପ୍ରୁ ।”
ଜିସୁ କଇଲା, “ଜନ୍ ଲକ୍ ନିକ ବିଅନ୍ ବୁନ୍ଲା, ସେ ନର୍ପିଲା ମୁଇ ।
ଜିସୁ କାଇସେରିଆ ପିଲିପି ଗଡ୍ ପାକାପାକି ଜାଗାଇ ଗାଲା ପଚେ ସିସ୍ମନ୍କେ ପାଚାର୍ଲା, “ନର୍ପିଲା କେ ବଲି ଲକ୍ମନ୍ କାଇଟା କଇଲାଇନି ?”
ନର୍ପିଲା ମୁଇ ବାବା ପର୍ମେସରର୍ ଡାକ୍ପୁଟା ପାଇ ସରଗ୍ ଦୁତ୍ମନର୍ ସଙ୍ଗ୍ ଆରି ତରେକ୍ ଆଇବି । ସେଡ୍କି ବେଲେ ମୁଇ ସବୁ ଲକର୍ କରିରଇବା କାମ୍ ଦେକି ପୁରୁସ୍କାର୍ ଦେବି ।
ସେମନ୍ ଡଙ୍ଗ୍ରେଅନି ଉତ୍ରି ଆଇଲା ବେଲେ ଜିସୁ ସେମନ୍କେ ଆଦେସ୍ ଦେଇ କଇଲା, “ନର୍ପିଲା ମୁଇ ମଲାଟାନେଅନି ଆରିତରେକ୍ ନ ଉଟ୍ବା ଜାକ ଏ ଦେକ୍ଲା କାତା ତମେ କାକେ କୁଆ ନାଇ ।”
ଜିସୁ ସେମନ୍କେ କଇଲା, “ଏ କାତା ସତ୍ ବଲି ଜାନ୍ସା, ଜେଡେବେଲେ ନୁଆ ଜୁଗେ ନର୍ପିଲା ମୁଇ ମର୍ ଡାକ୍ପୁଟା ଅଇବା ବସ୍ବାଟାନେ ବସ୍ବି । ମର୍ ବାର୍ଟା ସିସ୍, ତମେ ମିସା, ବାର୍ଟା ବସ୍ବାଟାନେ ବସି ଇସ୍ରାଏଲର୍ ବାର୍ଟା କୁଟୁମ୍କେ ସାସନ୍ କର୍ସା ।
ପର୍ମେସର୍କେ ଚାଡିକରି ରଇବା ଏ କାରାପ୍ ଦୁନିଆଇ, ଲକ୍ମନ୍ ଜଦି ମର୍ ଲାଗି ଆରି ମର୍ କାତାର୍ ଲାଗି ଲାଜ୍ ଅଇବାଇ, ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମୁଇ ମିସା ମର୍ ବାବାର୍ ବେସି ଉଜଲ୍ ଆରି ଡାକ୍ପୁଟା ସଙ୍ଗ୍ ଆରି ସରଗର୍ ସୁକଲ୍ ଦୁତ୍ମନର୍ ସଙ୍ଗ୍ ଆଇଲାବେଲେ, ସେମନ୍କେ ମର୍ଲକ୍ମନ୍ ବଲି କଇବାକେ ମୁଇ ମିସା ଲାଜ୍ ଅଇବି ।”
“ଆରି ମୁଇ ତମ୍କେ କଇଲିନି, ଜେ ଜଦି ମକେ ଲକ୍ମନର୍ ମୁଆଟେ ନାମ୍ସି ଆରି ବିସ୍ବାସ୍ କର୍ସି, ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ମିସା ପର୍ମେସରର୍ ଦୁତ୍ମନର୍ ମୁଆଟେ ତାକେ ନାମ୍ବି ।
ମୁଇ ତମ୍କେ କଇଲିନି, ସେ ଦାପ୍ରେସେ ତାର୍ ଲକ୍ମନର୍ପାଇ ନିମାନ୍ ନିଆଇବିଚାର୍ କର୍ସି । ମାତର୍ ପର୍ମେସର୍ ଟାନେଅନି ଆଇଲା ନର୍ପିଲା ମୁଇ ଆରିତରେକ୍ ଆଇବାବେଲେ ଏ ଦୁନିଆଇ, ମକେ ବିସ୍ବାସ୍ କର୍ବା ଲକ୍ମନ୍କେ ଦେକ୍ବି କି ନାଇ ?”
ଆରି ତମର୍ପାଇ ବଲି ଏଟା ଗଟେକ୍ ଚିନ୍ପାରା ଅଇସି, ତମେ ଲୁଗା ଗୁଡିଆଇକରି ଗଟେକ୍ ପିଲା ଗରୁସାଲର୍ ଡଙ୍ଗାଇ ଡୁଲାଇ ରଇବାଟା କଜି ମିଲାଇସା ।”
ତେଇଅନି ସେମନ୍ ଦାପ୍ରେ ଜାଇ କଜିକରି ମରିୟମ୍, ଜସେପ୍ ଆରି ଗରୁସାଲର୍ ଡଙ୍ଗାଇ ପିଲା ଡୁଲିରଇଲାଟା ଦେକ୍ଲାଇ ।
ଆରି ମରିୟମ୍ ତାର୍ ପଣୁଆ ପିଲାକେ ତେଇ ଜନମ୍ଦେଲା, ଆରି ତାକେ ଲୁଗାସଙ୍ଗ୍ ଗୁଡିଆଇକରି ଗରୁସାଲର୍ ଡଙ୍ଗାକୁଣ୍ଡେ ଡୁଲାଇରଇଲା, କାଇକେବଇଲେ ସେମନ୍କେ ରଇବାପାଇ ବାସାଗରେ ଟାନ୍ ନ ରଇଲା ।
ସେ ଦିନ୍ମନ୍କେ ଗଟ୍ବା ସବୁ ବିସଇ ଦେଇ, କାଇ ବିପଦ୍ ନ ଅଇ ଜିବାକେ ଆରି ପର୍ମେସର୍ ପାଟାଇରଇବା ନର୍ପିଲା ମର୍ ମୁଆଟେ ଟିଆ ଅଇବାକେ, ପାର୍ତନା କରି ଜାଗରତ୍ ଅଇରୁଆ ।”
ଏରଦ୍ ରାଜାର୍ ଗୁମସ୍ତା କୁଜାର୍ ମାଇଜି ଜଆନା, ସସନା, ଆରି କେତେକ୍ କେତେକ୍ ମାଇଜିମନ୍, ଜିସୁର୍ ସଙ୍ଗ୍ ରଇ ନିଜର୍ ନିଜର୍ ଦନ୍ ସାରାଇ ତାକେ ସେବା କର୍ତେରଇଲାଇ ।
ଜିସୁ ତାକେ କଇଲା, “କକପାନ୍ଦିର୍ ପାଆର୍ ଆଚେ, ଚଡଇମନ୍କେ ଗୁଡା ଆଚେ, ମାତର୍ ମାପ୍ରୁ ପାଟାଇରଇବା ନର୍ପିଲା ମକେ ବସ୍ବାକେ ନିଜର୍ ଗର୍ ନାଇ ।”
ଜିସୁ ଆରି ତରେକ୍ କଇଲା, “ମୁଇ ତକେ ସତ୍କାତା କଇଲିନି, ସରଗ୍ ଉଗାଡି ଅଇଜାଇ ନର୍ପିଲା ମର୍ ଉପ୍ରେ, ପର୍ମେସରର୍ ଦୁତ୍ମନ୍ ଚଗି ଜିବାଟା ଆରି ଉତ୍ରି ଆଇବାଟା ତମେ ଦେକ୍ସା ।”
ସେବେଲା ସବୁ ଲକ୍ମନ୍ ତାକେ କଇଲାଇ, “ମସିଅ ସବୁ ଦିନର୍ ପାଇ ବଁଚି ରଇସି ବଲି ଆମର୍ ସାସ୍ତରେ ଲେକା ଆଚେ । ତୁଇ କେନ୍ତି ପର୍ମେସରର୍ ପିଲାକେ କୁର୍ସେ ଟେକ୍ବାଇ ବଲି କଇଲୁସ୍ନି ? ଏନ୍ତିବଇଲେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା କେ ତେବେ ?”
ଇସ୍କାରିୟତ୍ ଜିଉଦା ବାରଇକରି ଉଟିଗାଲା ପଚେ ଜିସୁ କଇଲା, “ଏବେ ପର୍ମେସରର୍ ତେଇଅନି ଆଇଲା ନର୍ପିଲା ମୁଇ ତାର୍ଟାନେଅନି ଡାକ୍ପୁଟା ପାଇବା ବେଲା ଆସିଆଚେ । ଆରି ମର୍ ଲାଗି ପର୍ମେସର୍ ମିସା ଡାକ୍ପୁଟା ପାଇସି ।
ସର୍ଗେଅନି ଉତ୍ରି ଆଇଲା ନର୍ପିଲା ମୁଇ, ମକେ ଚାଡିକରି ଆରି କେ ମିସା ସର୍ଗେ ଜାଅତ୍ ନାଇତା ।”
“ଆରି ମସା କେନ୍ତି ମରୁବାଲି ବୁଏଁ ପିତଲ୍ ସାଁପ୍କେ ଡେଲି ଉପ୍ରେ ଟେକି ରଇଲା, ସମାନ୍ ସେନ୍ତାରିସେ ପର୍ମେସର୍ ତେଇଅନି ଆଇଲା ନର୍ପିଲା ମକେ ମିସା, ଗଟେକ୍ ଦିନେ ଉପ୍ରେ ଟେକ୍ବାଇ ।
ଜନ୍ କାଦି ନସିଜାଇସି, ସେ କାଦିର୍ ପାଇ ଏତେକ୍ କସ୍ଟ କରାନାଇ, ମାତର୍ ଜନ୍ଟା ନ ନସେ, ସେଟା ନ ସାର୍ବା ଜିବନ୍ ଦେଇସି, ସେଟାର୍ ପାଇ କସ୍ଟ କରା । ଏ କାଦି ନର୍ପିଲା ମୁଇ ଦେବି । କାଇକେ ବଇଲେ, ସେଟାର୍ପାଇ ବାବା ପର୍ମେସର୍ ମକେ ଅଦିକାର୍ ଦେଲାଆଚେ ।
ଜିସୁ ସେମନ୍କେ କଇଲା, “ମୁଇ ସତ୍କାତା କଇଲିନି, ପର୍ମେସର୍ ପାଟାଇ ରଇବା ନର୍ପିଲା ମୁଇ, ମର୍ ଗାଗଡ୍ ଆରି ବନି ନ କାଇଲେ, ଜିବନ୍ ମିଲାଇ ନାପାରାସ୍ ।
ଏନ୍ତି ବଇଲେ, ନର୍ପିଲା ମୁଇ ଜନ୍ ଜାଗାଇଅନି ଆସିରଇଲି, ସେ ଜାଗାଇ ଆରି ତରେକ୍ ବାଉଡି ଜିବାଟା ଦେକ୍ଲେ ତମେ କାଇଟା ବଲି କଇସା ?
ତିପାନ୍ କଇଲା, “ଏଦେ ଦେକା ! ସରଗ୍ ଉଗାଡି ଅଇବାଟା ଆରି ନର୍ପିଲା ପର୍ମେସରର୍ ଉଜାବାଟେ ଟିଆ ଅଇରଇବାଟା ଦେକ୍ଲିନି ।”
ଆମର୍ ମାପ୍ରୁ ଜିସୁକିରିସ୍ଟ ଜିବନ୍ ଦୁକାଇ ଅଇଲା ବିସଇ ତମେ ଜାନିଆଚାସ୍ । ସର୍ଗେ ସେ ବେସି ସାଉକାର୍ ଅଇରଇଲେ ମିସା ସେ ନିଜେ ଅର୍କିତ୍ ଅଇଆଇଲା । ଜେନ୍ତି କି ତାର୍ଲାଗି ତମେ ସାଉକାର୍ ଅଇସା ।