24 ସେ ବେଲା ଅଟାତ୍ ସମ୍ଦୁରେ ଏନ୍ତି ବାଉପବନ୍ ଆଇଲା ଆରି ଉଲ୍କାର୍ ଲାଗି ଡଙ୍ଗା ପାନିତେଇ ବୁଡିଜିବା ପାରା ଅଇଲା । ମାତର୍ ଜିସୁ ଡଙ୍ଗାଇ ସଇଦେଇ ରଇଲା ।
ତାର୍ ପଚେ ଜିସୁ ଗଟେକ୍ ଡଙ୍ଗାଇ ଚଗ୍ଲାକେ ତାର୍ ସିସ୍ମନ୍ ମିସା ତାର୍ ସଙ୍ଗ୍ ଗାଲାଇ ।
ଆରି ସିସ୍ମନ୍ ଜିସୁର୍ ଲଗେ ଜାଇକରି ତାକେ ଉଟାଇ କଇଲାଇ, “ଏ ମାପ୍ରୁ ଆମ୍କେ ରକିଆ କର୍ । ନଇଲେ ଆମେ ବୁଡି ମରିଜିବୁବେ ।”
ମାତର୍ ଡଙ୍ଗାଗାଟି ଗାଲାବେଲେ ଜିସୁ ସଇଦେଲା । ସେଡ୍କିବେଲେ ଗାଡେ ଅଟାତ୍ ବାଉପବନ୍ ଆଇଲା ଆରି ଡଙ୍ଗାଇ ପାନିପୁରି ବର୍ତି ଅଇବାର୍ ଦାର୍ଲା । ସେମନ୍ ବଡ୍ ବିପଦେ ପଡିଗାଲାଇ ।
ଆରି ମୁଇ ତେଇ ନ ରଇଲି, ସେଟାର୍ପାଇ ତମର୍ ସଙ୍ଗ୍ ସାର୍ଦା କଲିନି, ଜେନ୍ତାରିକି ତମେ ବିସ୍ବାସ୍ କର୍ସା । ମାତର୍ ଆସା, ଏବେ ଆମେ ତାକେ ଜାଇ ଦେକୁ ।”