25 ଆରି ସିସ୍ମନ୍ ଜିସୁର୍ ଲଗେ ଜାଇକରି ତାକେ ଉଟାଇ କଇଲାଇ, “ଏ ମାପ୍ରୁ ଆମ୍କେ ରକିଆ କର୍ । ନଇଲେ ଆମେ ବୁଡି ମରିଜିବୁବେ ।”
ସେବେଲେ ଗଟେକ୍ ବଡ୍ ରଗି ଜିସୁର୍ ମୁଆଟେ ଆସି ମାଣ୍ଡିକୁଟା ଦେଇ କଇଲା, “ଏ ମାପ୍ରୁ, ତମେ ଜଦି ମନ୍ କଲାସ୍ନି ବଇଲେ ମକେ ସୁକଲ୍ କରି ପାରାସ୍ ।”
ସେ ବେଲା ଅଟାତ୍ ସମ୍ଦୁରେ ଏନ୍ତି ବାଉପବନ୍ ଆଇଲା ଆରି ଉଲ୍କାର୍ ଲାଗି ଡଙ୍ଗା ପାନିତେଇ ବୁଡିଜିବା ପାରା ଅଇଲା । ମାତର୍ ଜିସୁ ଡଙ୍ଗାଇ ସଇଦେଇ ରଇଲା ।
ଜିସୁ ସେମନ୍କେ ଏ ସବୁ କାତା କଇଲା ବେଲେ, ଦେକା ଗଟେକ୍ ଜିଉଦିମନର୍ ପାର୍ତନା ଗରର୍ ନେତା ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା, “ମର୍ ଟକି ଏବେସେ ମରିଗାଲା ଆଚେ, ମାତର୍ ତୁଇ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଲେ ସେ ବଁଚ୍ସି ।”
ତେଇ ସିସ୍ମନ୍ ଜିସୁର୍ଲଗେ ଆସି ତାକେ ଉଟାଇ କଇଲା “ଏ ଗୁରୁ, ଏ ଗୁରୁ, ଆମେ ମରିଜିବୁବେ !” ତେଇ ଜିସୁ ଉଟିକରି ପବନ୍ ଆରି ବଡ୍ ଲଅଡିକେ ଦମ୍କାଇଲା, ଆରି ସେଟା ସବୁ ଚିମ୍ରାଇଅଇ ତବିର୍ ଅଇଲା ।