27 ଏଟା ଦେକି ସିସ୍ମନ୍ ବେସି କାବାଅଇଜାଇ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏ କେନ୍ତାର୍ ଲକ୍ ଜେ ବାଉପବନ୍ ଆରି ଲଅଡି ମିସା ଆର୍ କାତା ମାନ୍ଲାଇନି ।”
ଡଙ୍ଗାଇ ରଇଲା ଲକ୍ମନ୍ ଜିସୁକେ ଜୁଆର୍ କରି କଇଲାଇ, “ତମେ ସତ୍ସେ ମାପ୍ରୁର୍ ପିଲା ।”
ଗୁଲା କାତା ଅଇବାଟା, ସୁକ୍ଲା ଆତ୍ ନିକ ଅଇବାଟା, ଚଟା ଇଣ୍ଡ୍ବାଟା, କାଣା ଦେକିପାର୍ବାଟା ଦେକି ଲକ୍ମନ୍ କାବା ଅଇଗାଲାଇ ଆରି ଇସ୍ରାଏଲର୍ ମାପ୍ରୁକେ ଜୁଆର୍ କଲାଇ ।
ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
ଜିସୁ ସେମନ୍କେ କଇଲା, “ଏ ବିସ୍ବାସେ ଡାଟ୍ ନ ରଇଲା ଲକ୍ମନ୍, ତମେ କାଇକେ ଏତେକ୍ ଡରିଗାଲାସ୍ନି ?” ଜିସୁ ବାଉପବନ୍କେ ଆରି ଲଅଡିକେ ଦମ୍କାଇଲା । ତେବର୍ପାଇ ବାଉପବନ୍ ଆରି ଲଅଡି ତବିର୍ ଅଇଗାଲା ।
ଜିସୁ ଆରି ତାର୍ ସିସ୍ମନ୍ ଗାଡ୍ ସେପାଟର୍ ଗଦ୍ରିୟ ନାଉଁର୍ ଜାଗାଇ କେଟ୍ଲା ଦାପ୍ରେ, ଦୁଇଟା ଡୁମା ଡସ୍ଲା ଲକ୍ ତାକେ ବେଟ୍ ଅଇଲାଇ । ସେମନ୍ ମସନ୍ ବିତ୍ରେ ରଇତେରଇଲାଇ । ଆରି ସେମନ୍ ଏନ୍ତି ରଇଲାଇ ଜେ, ସେ ବାଟେ କେ ମିସା ଆସ୍ ଜା ନ ଅଇତେ ରଇଲାଇ ।
ତେବର୍ପାଇ ପାର୍ତନା ଗରେ ରଇବା ସବୁ ଲକ୍ କାବା ଅଇଗାଲାଇ ଆରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ । “ଏଟା କେନ୍ତାର୍ ? ଏଟାତା ଅଦିକାର୍ ସଙ୍ଗର୍ ନୁଆ ସିକିଆ । ଡୁମା ଆତ୍ମାମନ୍ ମିସା, ସେ ତିଆର୍ଲାଟା ମାନ୍ଲାଇନି ।”
ଆରି, ସେ ସେମନର୍ ଲଗେ ଜାଇ ଡଙ୍ଗାଇ ଚଗ୍ଲା, ଆରି ପବନ୍ ବନ୍ଦ୍ ଅଇଲା । ତେଇ ସେମନ୍ ମନେ ମନେ କାବା ଅଇଗାଲାଇ,
ଆରି ଲକ୍ମନ୍ ଅଦିକ୍ କାବା ଅଇ କଇଲାଇ, “ସେ ସବୁ କାମ୍ ନିମାନ୍ ସଙ୍ଗ୍ କରିଆଚେ, ସେ ବଇରାମନ୍କେ ସୁନ୍ବା ବପୁ ଆରି ଗୁଲାମନ୍କେ କଇବା ବପୁ ମିସା ଦେଇଆଚେ ।”