32 ଜିସୁ ସେମନ୍କେ ଜା ! ବଲି କଇଲାକେ କାରାପ୍ ଆତ୍ମାମନ୍ ସେ ଲକ୍ମନର୍ତେଇଅନି ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ତେବର୍ ପାଇ, ଗୁସ୍ରିମନ୍ ଟିପେଅନି ଗସ୍ରି ସମ୍ଦୁରେ ବୁଡି ମଲାଇ ।
କାରାପ୍ ଆତ୍ମାମନ୍ ଜିସୁକେ ଗୁଆରି କରି କଇଲାଇ, “ତୁଇ ଜଦି ଆମ୍କେ ଏ ଲକ୍ମନର୍ତେଇ ଅନି ବାର୍କରାଇ ଦେଇସୁ ବଇଲେ ସେ ଗୁସ୍ରି ମାନ୍ଦା ବିତ୍ରେ ଜିବାକେ, ଆଦେସ୍ ଦେ ।”
ଆରି ତେଇ ଗୁସ୍ରି ଚାରାଇତେ ରଇବା ଲକ୍ମନ୍ ପାଲାଇ କରି ଡୁମା ଡସି ରଇଲା ଲକ୍ମନ୍କେ କାଇକାଇଟା ଅଇଲା ସେଟା ସବୁ କଇଦେଲାଇ ।
ଜିସୁ ସେମନ୍କେ ଆଦେସ୍ ଦେଲାଦାପ୍ରେ, ସେ ଲକର୍ ଲଗେଅନି ଡୁମାମନ୍ ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ସେଡ୍କିବେଲେ, ସେ ଆଡାର୍ ବିଡ୍କିକରି ପାଲାଇଲାଇ ଆରି କୁପ୍ଲି ଅନି ଗସ୍ରିକରି ସମ୍ଦୁରେ ଜାଇ ବୁଡି ମରିଗାଲାଇ । ଆଡାରେ ଗୁସ୍ରି ମାନ୍ଦା ପାକାପାକି ଦୁଇଅଜାର୍ଟା ରଇଲାଇ ।
ଜିସୁ ସେମନ୍କେ ଆଦେସ୍ ଦେଲା ଦାପ୍ରେ ଡୁମାମନ୍ ସେ ମୁନୁସର୍ଟାନେଅନି ବାରଇ ଗୁସ୍ରି ରାସିର୍ ମଜାଇ ପୁର୍ଲାଇ । ପୁର୍ଲାକେ ଗୁସ୍ରି ମାନ୍ଦା ଜବର୍ ପାଲାଇକରି ଗଡ୍ଗଡାବାଟେ ଜାଇ ଗାଡେ ଅଦ୍ରି ମରିଗାଲାଇ ।
ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ ।
ତମର୍ ବପୁ ଆରି ମନ୍ କଲାଟା ଇସାବେ ଜାଇଟା ସବୁ ଗଟାଇବାପାଇ ତମେ ଟିକ୍ କରି ରଇଲାସ୍, ସେମନ୍ ଗଟେକ୍ ଅଇ ସେ ସବୁ କର୍ବାକେ ଲାଗିପଡ୍ଲାଇ ।
ଅଜାର୍ ବରସ୍ ସାର୍ଲାପଚେ ବନ୍ଦିଗରେଅନି ସଇତାନ୍କେ ମୁକ୍ଲାଇବାଇ ।