ମାତିଉ 8:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଜିସୁ ତାକେ କଇଲା, “ସୁନ୍, ତୁଇ କେନ୍ତିଅଇ ନିକ ଅଇଲୁସ୍, ଏ କାତା କାକେ ମିସା କ ନାଇ, ମାତର୍ ସିଦା ପୁଜାରିର୍ ଲଗେ ଜାଇକରି ନିଜ୍କେ ଦେକାଇ ଅ, ଆରି ତୁଇ ନିକ ଅଇ ଆଚୁସ୍ ବଲି ସବୁ ଲକର୍ ଟାନେ ଜାନାଇଅଇବାକେ ମସାର୍ ନିୟମ୍ ଇସାବେ ପର୍ମେସର୍କେ ସର୍ପିଦେସ୍ ।” အခန်းကိုကြည့်ပါ။ |