1 ଜିସୁ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା ନିଜର୍ ଗଡେ ବାଉଡି ଗାଲା ।
ତାର୍ ପଚେ, ସେ ନାଜରିତ୍ ଚାଡି କରି ସବ୍ଲୁନର୍ ଆରି ନପ୍ତାଲିନ୍ ନାଉଁର୍ ଜାଗା ଲଗେ ରଇବା ଗାଡ୍ କଣ୍ଡି ରଇଲା, କପରନାଉମେ ଜାଇ ବାସା କଲା ।
ସୁକଲ୍ ଦିନ୍ସୁ କୁକୁର୍ମନ୍କେ ଦିଆସ୍ ନାଇ, ସେମନ୍ ପାସ୍ଲିକରି ତମ୍କେ ଚାବିପାକାଇବାଇ । ଗୁସ୍ରି ମନର୍ ମୁଆଟେ ମୁକ୍ତା ପାକାଆ ନାଇ, ସେମନ୍ ମୁକ୍ତାର୍ ମୁଲିଅ ନ ବୁଜିକରି ମାଣ୍ଡିପାକାଇବାଇ ।
ଜିସୁ ତାର୍ ଚାରିବେଟ୍ତି ରଇଲା ବେସି ଲକ୍ମନ୍କେ ଦେକିକରି ତାର୍ ସିସ୍ମନ୍କେ ଗାଡ୍ ସେପାଟ୍ ଜିବାକେ କଇଲା ।
ତାର୍ ପଚେ ଜିସୁ ଗଟେକ୍ ଡଙ୍ଗାଇ ଚଗ୍ଲାକେ ତାର୍ ସିସ୍ମନ୍ ମିସା ତାର୍ ସଙ୍ଗ୍ ଗାଲାଇ ।
ଜିସୁ ଡଙ୍ଗା ଲଙ୍ଗି ଜାଇ ଆରିତରେକ୍ ବାଉଡି ଆଇଲାଦାପ୍ରେ, ଜବର୍ଲକ୍ ତାର୍ ଲଗେ ରୁଣ୍ଡ୍ଲାଇ, ଆରି ସେ ସମ୍ଦୁର୍ କଣ୍ଡି ରଇଲା ।
ତେଇ ଗରାସିୟମନର୍ ଚାରିବେଡ୍ତିର୍ ଜାଗାର୍ ଲକ୍ମନ୍ ଜିସୁକେ ତାକର୍ଟାନେଅନି ଜିବାକେ ଗୁଆରି କଲାଇ । କାଇକେବଇଲେ ସେମନ୍ ବେସି ଡରିଜାଇ ରଇଲାଇ ଆରି, ଜିସୁ ଗଟେକ୍ ଡଙ୍ଗାଇ ବସି ବାଉଡି ଆଇଲା ।
ଜିସୁ ଗାଡ୍ ସେପାଟେ ଅନି ଏ ପାଟେ ଆରିତରେକ୍ ବାଉଡି ଆଇଲା ପଚେ, ଲକ୍ମନ୍ ତାକେ ସାର୍ଦା ସଙ୍ଗ୍ ମାନ୍ଲାଇ । କାଇକେ ବଇଲେ ସେମନ୍ ତାକେ ଜାଗି ରଇଲାଇ ।
ଜେ କରାପ୍ ଚଲାଚଲ୍ତି କରି ଜିଉନା କାଉନା କଲାଇନି, ସେ ସେନ୍ତାରିସେ କାରାପ୍ କର୍ତେ ରଅ । ଜେ କି ନିକ ଚଲାଚଲ୍ତିକରି ଜିଉନା କାଉନା କଲାନି, ସେ ସେନ୍ତାରିସେ ନିକ କର୍ତେରଅ । ଜେ କି ସୁକଲ୍ ଆଚେ, ସେ ସେନ୍ତାରିସେ ସୁକଲ୍ ରଅ ।