12 ଜିସୁ କଇଲା, “ନିକ ରଇଲା ଲକର୍ ପାଇ ଡାକ୍ଦର୍ ଲଡା ନାଇ । ମାତର୍ ଜର୍ଦୁକାର୍ ଲକ୍ମନର୍ ପାଇ ଡାକ୍ଦର୍ ଲଡା ଆଚେ ।
କାଇକେ ବଇଲେ ବାଟ୍ ବାନା ଅଇଲା ଲକ୍ମନ୍କେ କଜି ରକିଆ କର୍ବାକେ ନର୍ପିଲା ମୁଇ ଆଇଲିଆଚି ।
ସେଟା ସୁନି ଜିସୁ ସାସ୍ତର୍ ସିକାଉମନ୍କେ କଇଲା, “ ନିମାନ୍ ଲକ୍ମନର୍ପାଇ ଡାକ୍ଦରର୍ ଲଡା ନାଇ, ମାତର୍ ନିମାନ୍ ନ ରଇଲା ଲକ୍ମନ୍କେ ଲଡା ଆଚେ । ଜେ ନିଜେ ‘ମୁଇ ଦରମ୍ ଲକ୍ ।’ ବଲି ବାବିଅଇବା ଲକର୍ପାଇ ମୁଇ ଆସିନାଇ, ମାତର୍ ପାପିମନ୍କେ ପାପ୍ଟାନେଅନି ବାଉଡାଇବାକେ ଆସିଆଚି ।”
ଜିସୁ ସେମନ୍କେ କଇଲା, “ଜାକେ ଦୁକାଦାରି ରଇସି, ସେସେ ଅସ କାଇସି, ଜାକେ ଦୁକା ଦାରେ ନାଇ ତାକେ ଅସ ଲଡାନାଇ ।
ସେଡ୍କିବେଲେ ବାର ବରସ୍ ଦାରି ବନି ଜାଇତେ ରଇବା ଗଟେକ୍ ରଗିନି ମାଇଜି ରଇଲା । ନିଜର୍ ସବୁଡାବୁ ସାରାଇକରି ମିସା କାର୍ ଲଗେ ଜାଇ ନିକ ଅଇ ନାପାର୍ଲା ।
ମାତର୍ ଲକ୍ମନ୍ ସେଟା ଜାନିକରି ତାକର୍ ପଚେ ପଚେ ଗାଲାଇ । ଜିସୁ ସେମନ୍କେ ମିସା ଆଲାଦ୍କରି ଡାକି ପର୍ମେସରର୍ ରାଇଜର୍ ବିସଇ କଇବାର୍ ଦାର୍ଲା । ଆରି ଜନ୍ ଲକ୍ମନ୍ ନିକ ଅଇବାର୍ ରଇଲା, ସେମନ୍କେ ନିକକଲା ।
ଆମର୍ ଆଲାଦର୍ ନିଜେ ଅସଦେଉ ଲୁକ ଆରି ଦିମା ତମ୍କେ ଜୁଆର୍ ଜାନାଇଲାଇନି ।