ମାତିଉ 9:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଜିସୁ ସେମନ୍କେ ଏ ସବୁ କାତା କଇଲା ବେଲେ, ଦେକା ଗଟେକ୍ ଜିଉଦିମନର୍ ପାର୍ତନା ଗରର୍ ନେତା ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା, “ମର୍ ଟକି ଏବେସେ ମରିଗାଲା ଆଚେ, ମାତର୍ ତୁଇ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଲେ ସେ ବଁଚ୍ସି ।” အခန်းကိုကြည့်ပါ။ |
ଜିସୁ ବିସ୍ରାମ୍ଦିନେ ସେ ମାଇଜିକେ ନିକ କଲାଟା ଦେକି ଜିଉଦିମନର୍ ପାର୍ତନା ଗରର୍ ମୁକିଆ ବେସି ରିସା ଅଇଗାଲାଇ । କାଇକେ ବଇଲେ ଲକ୍ମନ୍କେ ନିକ କର୍ବାଟା ଗଟେକ୍ କାମ୍ ବଲି ଜିଉଦି ଲକ୍ମନ୍ ବାବ୍ତେ ରଇଲାଇ । ସେଟାର୍ ପାଇ ପାର୍ତନା ଗରର୍ ମୁକିଅ କଇଲା, “ଗଟେକ୍ ଆଟେ କାମ୍ କର୍ବାକେ ଚଅ ଦିନ୍ ଆଚେ, ସେ ଦିନ୍ ମନ୍କେ ତମେ ନିକ ଅଇବାକେ ଆସା । ମାତର୍ ବିସ୍ରାମ୍ବାରେ ନିକ ଅଇବାକେ କେବେ ମିସା ଆସାନାଇ ।”