20 ତେଇ ଗଟେକ୍ ମାଇଜି ଜିସୁର୍ ପଚ୍ବାଟେ ଆଇଲା । ତାକେ ବାର ବରସ୍ ଜାକ ବନି ଜାଇତେ ରଇବା ରଗ୍ ଅଇରଇଲା । ସେ ମାଇଜି ପଚେ ଜାଇ ଜିସୁର୍ ଲୁଗା ଚିଇଲା ।
ରଗିମନ୍ ଜିସୁର୍ ପିନ୍ଦ୍ଲା ଲୁଗାର୍ ଜାଲି ଚିଇବାକେ, ଆଦେସ୍ ଦେବାକେ, ଲକ୍ମନ୍ ତାକେ ବାବୁଜିଆକରି କଇଲାଇ । ମାତର୍ ଜେତେକ୍ଲକ୍ ସେଟା ଚିଇଲାଇ, ସବୁଲକ୍ ନିକଅଇଲାଇ ।
ସେମନ୍ ଲକ୍କେ ଦେକାଇଅଇବାକେ ସବୁ କାମ୍ କର୍ବାଇ । ସାସ୍ତର୍ ପଦ୍ ଲେକାଅଇଲା କେଡେ କେଡେ ବଡ୍ ବଡ୍ ଡଅଁରାମନ୍ କାପାଲେ ଆରି ପଡିଆଇ ବାନ୍ଦିଅଇ ଆଚତ୍ । ଆରି ଦେକା, ସେମନର୍ ବସ୍ତରର୍ ଜାଲି କେତେକ୍ ଡେଙ୍ଗ୍ ।
ଜିସୁ ଦାପ୍ରେ ଉଟିକରି ତାର୍ ସିସ୍ମନର୍ ସଙ୍ଗ୍ ଗାଲା ।
ଆରି ସେ ଜେତେକ୍ ଜେତେକ୍ ଗାଉଁ, ସଅର୍ ଆରି ପୁଟ୍ ମନ୍କେ କେଟ୍ଲା, ଲକ୍ମନ୍ ସେ ସବୁ ଜାଗାଇ ଆଟ୍ ବଜାର୍ମନ୍କେ ରଗିମନ୍କେ ସଙ୍ଗଇଦେଇ, ସେମନ୍ ତାର୍ ଲୁଗା ଅଁଟିଟାନେ ଚିଇବୁ ବଲି ଜୁଆର୍ବିଆର୍ କଲାଇ । ଜେତେକ୍ ଲକ୍ ତାକେ ଚିଇଲାଇ, ସବୁଲକ୍ ନିକ ଅଇଲାଇ ।
ପଚେ ସେମନ୍ ବେତସାଇଦାଇ ଉଟି ଆଇଲାଇ, ଆରି ତେଇ କେତେକ୍ ଲକ୍ମନ୍ ଗଟେକ୍ କାଣାଲକ୍କେ ଜିସୁର୍ ଲଗେ ଆନିକରି ତାକେ ଚିଇକରି ନିକ କର୍ବାକେ କଇଲାଇ ।
ଏନ୍ତି କି ପାଉଲ୍ ପୁଚିଅଇବା ଉର୍ମାଲ୍ ଆରି ବସ୍ତର୍ ରଗିମନର୍ ଲଗେ ନେଲେ, ସେମନ୍ ନିମାନ୍ ଅଇତେ ରଇଲାଇ । ସେମନର୍ ଗାଗ୍ଡେଅନି କାରାପ୍ ଆତ୍ମାମନ୍ ସବୁ ବାରଇଜାଇତେ ରଇଲାଇ ।
ପେରିତ୍ ସିସ୍ମନର୍ କାମ୍ ଅଦିକ୍ ବଡି ବଡି ଗାଲା । ଏନ୍ତିକି ପିତର୍ ଇଣ୍ଡିଗାଲାବେଲେ ତାର୍ ଚାଇଆଲେ ଅଲପ୍ ପଡବଲି ଲକ୍ମନ୍ ରଗିମନ୍କେ ବଇଆନି ବାଟ୍ପାଲି କଟେ ଆରି ଟାଟିମନ୍ ଅଚାଇକରି ସୁଆଇ ଦେଇତେ ରଇଲାଇ ।