21 ସେ ମନେ ମନେ ବାବ୍ଲା ମୁଇ ତାର୍ ପିନ୍ଦ୍ଲାଟା ଚିଇଲେ ନିମାନ୍ ଅଇଜିବି ।
ରଗିମନ୍ ଜିସୁର୍ ପିନ୍ଦ୍ଲା ଲୁଗାର୍ ଜାଲି ଚିଇବାକେ, ଆଦେସ୍ ଦେବାକେ, ଲକ୍ମନ୍ ତାକେ ବାବୁଜିଆକରି କଇଲାଇ । ମାତର୍ ଜେତେକ୍ଲକ୍ ସେଟା ଚିଇଲାଇ, ସବୁଲକ୍ ନିକଅଇଲାଇ ।
କାଇକେବଇଲେ ସେ ବେସି ଲକ୍ମନ୍କେ ନିମାନ୍ କଲାଜେ ଜର୍ଦୁକା ଅଇରଇବା ଲକ୍ମନ୍ ତାକେ ଚିଉଁ ବଲି ଉପ୍ରେ ଡାବିଅଇ ଜାଇତେରଇଲାଇ ।
ସବୁଲକ୍ମନ୍ ଜିସୁକେ ଚିଇବାକେ ଚେସ୍ଟା କର୍ତେରଇଲାଇ । କାଇକେବଇଲେ ତାର୍ ଗାଗ୍ଡେଅନି ମାପ୍ରୁର୍ ବପୁ ବାରଇତେରଇଲା ଆରି ସବୁଲକ୍ମନ୍କେ ନିକ କରତେରଇଲା ।
ଏନ୍ତି କି ପାଉଲ୍ ପୁଚିଅଇବା ଉର୍ମାଲ୍ ଆରି ବସ୍ତର୍ ରଗିମନର୍ ଲଗେ ନେଲେ, ସେମନ୍ ନିମାନ୍ ଅଇତେ ରଇଲାଇ । ସେମନର୍ ଗାଗ୍ଡେଅନି କାରାପ୍ ଆତ୍ମାମନ୍ ସବୁ ବାରଇଜାଇତେ ରଇଲାଇ ।