25 ମାତର୍ ଲକ୍ମନ୍କେ ବାର୍କଲା ପଚେ ଜିସୁ ବାକ୍ରାଇ ଜାଇ ଟକିର୍ ଆତେ ଦାରି ତାକେ ଉଟାଇଲା । ଟକି ଦାପ୍ରେ ଉଟିକରି ଟିଆଅଇଲା ।
ସେଟାର୍ପାଇ ଜିସୁ ଜାଇ ସିମନର୍ ସାତ୍ରିର୍ ଆତେ ଦାରି ଉଟାଇଲା, ସେଦାପ୍ରେ ତାର୍ ଜର୍ ଚାଡିଗାଲା, ଆରି ସେ ଜାଇ ସେମନ୍କେ ସେବା କର୍ବାର୍ ଦାର୍ଲା ।
ଆରି ଟକିର୍ ଆତେଦାରି ତାକେ କଇଲା, “ଟଲିତାକୁମ୍ !” ବଇଲେ “ଏ ନୁନି ମୁଇଁ ତକେ କଇଲିନି ଉଟ୍ !”
ଜିସୁ ତାକେ ଆତେଦାରି ଗାଉଁ ବାଇରେ ଡାକିନେଲା, ଆରି ତୁକିକରି ତାର୍ ଲାଲ୍ ସେ କାଣାର୍ ଆଁକିତେଇ ଲାଗାଇଲା । ତାର୍ମୁଣ୍ଡେ ଆତ୍ ସଙ୍ଗଇକରି “ତୁଇ ଅଲପ୍ ମିସା ଦେକି ପାର୍ଲୁସ୍ନି କି ?” ବଲି ପାଚାର୍ଲା ।
ମାତର୍ ଜିସୁ ସେ ପିଲାକେ ଆତେଦାରି ଉଟାଇକରି ତାକେ ଟିଆ କରାଇଲାକେ ସେ ଟିଆଅଇଲା ।
ମାତର୍ ଜିସୁ ଟକିର୍ ଆତେ ଦାରି କଇଲା, “ଏ ନୁନି ଉଟ୍ ।”