29 ତାର୍ ପଚେ ଜିସୁ ସେମନର୍ ଆଁକି ଚିଇକରି କଇଲା, “ମକେ ବିସ୍ବାସ୍ କଲାର୍ ଲାଗି ତମର୍ ଆଁକି ଡିସ ।”
ଜିସୁ ତାକେ କଇଲା, “ତମେ ଗଟେକ୍ ଡାଟ୍ସଙ୍ଗ୍ ବିସ୍ବାସ୍ କର୍ବା ମାଇଜି । ତୁଇ ମନ୍କଲାଟା ପୁରୁନ୍ ଅଇସି ।” ସେଦାପ୍ରେ ତାର୍ ଟକି ନିମାନ୍ ଅଇଲା ।
ଜିସୁ ସେମନର୍ ପାଇ ଦୟା ଅଇ, ତାକର୍ ଆଁକି ଚିଇଲା । ସେ ଦାପ୍ରେସେ ସେମନ୍ ଦେକିପାର୍ଲାଇ ଆରି ଜିସୁର୍ ପଚେ ପଚେ ଗାଲାଇ ।
ଜିସୁ ସନିଅମନର୍ ମୁକିଅକେ କଇଲା, “ତୁଇ ଏବେ ଗରେ ଜା । ତୁଇ ଜେନ୍ତି ବିସ୍ବାସ୍ କଲୁସ୍ନି ସେନ୍ତାରିସେ ଅଇସି ।” ସମାନ୍ ସେ ବେଲାଇସେ ତାର୍ ଗତିଦାଙ୍ଗ୍ଡା ପୁରାପୁରୁନ୍ ନିକ ଅଇଗାଲା ।
ମାତର୍ ଜିସୁ ପାସ୍ଲି କରି ତାକେ ଦେକି କଇଲା, “ଏ ନୁନି, ଡର୍ନାଇ ସାଆସ୍ ଦାର୍, ତର୍ ବିସ୍ବାସ୍ ତକେ ନିମାନ୍ କରିଆଚେ ।” ଏତ୍କି କଇଲା ଦାପ୍ରେ ସେ ମାଇଜି ନିମାନ୍ ଅଇଗାଲା ।
ଜିସୁ ଗଟେକ୍ ଗରେ ଗାଲା ଆରି କାଣାମନ୍ ମିସା ତାର୍ ପଚ୍ ପଚ୍ ପୁର୍ଲାଇ । ପୁର୍ଲାକେ ଜିସୁ ସେମନ୍କେ ପାଚାର୍ଲା, “ମୁଇ ତମର୍ ଆଁକି ନିକ କରି ପାର୍ବି ବଲି ତମେ ବିସ୍ବାସ୍ କଲାସ୍ନି କି ?” ସେମନ୍ କଇଲାଇ “ଉଁ ମାପ୍ରୁ ।”
ଜିସୁ ତାକେ କଇଲା, “ଜା, ତୁଇ ନିମାନ୍ ଅଇଜାଇ ଆଚୁସ୍ । କାଇକେବଇଲେ ତୁଇ ମକେ ବିସ୍ବାସ୍ କରି ଆଁକି ଦେକି ପାର୍ଲୁସ୍ନି ।” ସେଦାପ୍ରେସେ କାଣା ଆଁକି ଦେକି ବାଟେ ବାଟେ ଜିସୁର୍ ପଚେ ଜିବାର୍ ଦାର୍ଲା ।