31 ମାତର୍ ସେମନ୍ ବାରଇ ଜାଇ ଜିସୁର୍ ଏ କରିରଇବାଟା ଗୁଲାଇ ଦେସେ ଜାନାଇଲାଇ ।
ସେବେଲେ ଗାଲିଲି ଦେସର୍ ସାସନ୍ କାରିଆ ଏରଦ୍, ଜିସୁର୍ ବିସଇ ସୁନ୍ଲା ।
ସନିଅମନ୍ ଡାବୁ ନେଇକରି, ସେମନ୍କେ କଇରଇଲା ଇସାବେ କାମ୍ କଲାଇ । ସେମନ୍ ସେବେଲେ ଜେନ୍ତି କଇରଇଲାଇ, ଜିଉଦିମନ୍ ଆଜିକେ ଜାକ ସେ କାତା ଜାନାଇଲାଇନି ।
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ଏ ଗଟ୍ନାର୍ କବର୍ ସେ ଜାଗାର୍ ଗୁଲାଇ ବାଟର୍ ଲକ୍ ସୁନ୍ଲାଇ ।
ସେଡ୍କିବେଲେ ଜିସୁର୍ କାତା ଗାଲିଲିର୍ ଚାରିବେଡ୍ତିର୍ ଗାଉଁମନ୍କେ କେଟିଗାଲା ।
ଜିସୁ ଲକ୍ମନ୍କେ ଏ ବିସଇ କାକେ ନ କଇବାକେ ଆଦେସ୍ ଦେଲା, ମାତର୍ ସେ ଲକ୍ମନ୍କେ ଜେତେକ୍ ନିଚୁବଇଲେ ମିସା ସେମନ୍ ଆରି ଅଦିକ୍ ଅଦିକ୍ ସେଟା ଜାନାଇଲାଇ ।
ତାର୍ପଚେ ଜିସୁ ଆତ୍ମାଇ ବପୁଅଇକରି ଗାଲିଲି ରାଇଜେ ବାଉଡିଗାଲା । ଆରି ତାର୍ କବର୍ ଗାଲିଲି ରାଇଜର୍ ଗୁଲାଇ ଗାଉଁମନ୍ ଜାନ୍ଲାଇ ।
ଜିସୁର୍ ଏ କବର୍ ସେ ଜାଗାର୍ ଗୁଲାଇବାଟର୍ ଲକ୍ ଜାନ୍ଲାଇ ।
ମାତର୍ ଜିସୁର୍ କବର୍ ଗୁଲାଇ ଚାରିବେଡ୍ତିର୍ଲକ୍ ଜାନ୍ଲାଇ । ତାର୍ କାତା ସୁନ୍ବାପାଇ ଆରି ନିଜର୍ ନିଜର୍ ରଗେଅନି ନିକ ଅଉଁବଲି ଗାଦି ଲକ୍ମନ୍ ଟୁଲ୍ଅଇବାର୍ ଦାର୍ଲାଇ ।
ଜିସୁର୍ ଏ ବିସଇର୍ କାତା ଗୁଲାଇ ଜିଉଦା ଦେସେ ଆରି ଚାରିବାଟର୍ ଗାଉଁଗଣ୍ଡାର୍ ଲକ୍ମନ୍ ଜାନ୍ଲାଇ ।