34 ମାତର୍ ପାରୁସିମନ୍ କଇଲାଇ, “ସେ ଡୁମାମନର୍ ନେତାର୍ ବପୁ ସଙ୍ଗ୍ ବିନ୍ ଡୁମାମନ୍କେ କେଦ୍ଲାନି ।”
ସିସ୍ ତାର୍ ଗୁରୁର୍ ପାରା ଆରି ଗତିଦାଙ୍ଗ୍ଡା ନିଜର୍ ସାଉକାର୍ ପାରା ଅଇଲେ ସେମନ୍ ସାର୍ଦା ଅଇବାର୍ ଆଚେ । ଗଟେକ୍ ଗରର୍ ମୁକିଆ ମକେ, ବାଲ୍ଜିବୁଲ୍ ବଲି ଡାକ୍ଲାଇନି ବଇଲେ, ଗରର୍ ଆରି ଅଦେକ୍ ଲକ୍ମନ୍କେ ବାଇଦରେ ଅଦିକ୍ କାରାପ୍ ନାଉଁ ଦାରି ଡାକ୍ବାଇ ।”
ଜଅନ୍ ତର୍କେ ତର୍ ଉପାସ୍ କର୍ତେ ରଇଲା ଆରି କେବେ ମିସା ମଦ୍ ନ କାଇତେ ରଇଲା, ମାତର୍ ତମେ ତାକେ ଡୁମା ଦାର୍ଲା ଲକ୍ ବଲି କଇଲାସ୍ନି ।
ତାର୍ ପଚେ ଦିନେକ୍ ଲକ୍ମନ୍ ଗଟେକ୍ କାଣା ଅଇ ଗୁଲା ଅଇଜାଇରଇଲା ଲକ୍କେ ଜିସୁର୍ ଲଗେ ଆନ୍ଲାଇ । ତାକେ ଡୁମା ଦାରିରଇଲାଜେ କାତାଅଇ ନାପାର୍ତେ ରଇଲା । ଜିସୁ ତାକେ ନିମାନ୍ କଲା । ଏଦେ ଦେକା ! ସେ ଦେକ୍ଲା ଆରି କାତା କଇପାର୍ଲା ।
ମୁଇ ବାଲ୍ଜିବୁଲର୍ ବପୁ ପାଇ ଡୁମାମନ୍କେ ଚାଡାଇଲିନି ବଲି ତମେ କଇଲାସ୍ନି ତେବେ, ସେମନ୍କେ କେଦ୍ବାକେ ତମର୍ ସିସ୍ମନ୍କେ କେ ବପୁ ଦେଲାନି ? ତମର୍ ସିସ୍ମନର୍ ଏ କାମର୍ ଲାଗି, ତମେ ଦାବି କଲାଟା ମିଚ୍ ବଲି ଜାନାପଡ୍ଲାନି ।
ଆରି, ଜିରୁସାଲାମ୍ ଅନି ଆସିରଇବା ସାସ୍ତର୍ ସିକାଉମନ୍ କଇଲାଇ, “ଆକେ ଡୁମାମନର୍ ନେତା ବାଲ୍ଜିବୁଲ୍ ଦାରିଆଚେ, ଆରି ଡୁମାମନର୍ ନେତାର୍ ବପୁସଙ୍ଗ୍ ଡୁମା ଚାଡାଇଲାନି ।”
ମାତର୍ ସେମନର୍ ବିତ୍ରେ କେ କେ କଇଲାଇ, “ସେ ଡୁମାମନର୍ ନେତା ବାଲ୍ଜିବୁଲର୍ ସାଇଜ ନେଇ ଡୁମା ଚାଡାଇସି ।”
ଜନ୍ଲକ୍ମନ୍ କାରାପ୍ କାମ୍ କଲାଇନି ସେମନ୍ ଉଜଲ୍କେ ଗିନ୍ କଲାଇନି । ଆରି ସେ ଉଜଲେ ନ ଆସତ୍ । କାଇକେବଇଲେ ସେମନର୍ ସବୁ କାରାପ୍ କାମ୍ ସେ ଉଜଲେ ଡିସ୍ସି ।
ଲକ୍ମନ୍ ତାକେ କଇଲାଇ, “ତକେ ଡୁମା ଦାର୍ଲା ଆଚେ । କେ ତକେ ମରାଇବାକେ ଚେସ୍ଟା କଲାନି ?”