4 ଜିସୁ ତାକର୍ ମନର୍ ଚିନ୍ତା ଜାନି କଇଲା, “ତମେ ନିଜର୍ ନିଜର୍ ମନେ କାଇକେ କାରାପ୍ ଚିନ୍ତା କଲାସ୍ନି ?
ଜିସୁ ତାକର୍ ମନର୍ କାତା ଜାନି ସେମନ୍କେ କଇଲା, ଗଟେକ୍ ରାଇଜର୍ ଲକ୍ ବିନ୍ବିନ୍ ଦଲେ ବାଗ୍ ଅଇ ନିଜର୍ ନିଜର୍ ବିତରେ ଲାଗାଲାଗି ଅଇଲେ, ସେ ଦେସ୍ ବେସି ଦିନ୍ ନ ରଏ । କନ୍ଆଲେ ସଅର୍ ନଇଲେ ଗର୍ ବିତ୍ରେ ବିନ୍ ବିନ୍ ଦଲ୍ ଗଡିକରି ଲାଗାଜଡା ଅଇଲେ ସେମନ୍ ଦାପ୍ରେସେ କୁରୁପ୍ନାସ୍ ଅଇଜିବାଇ ।
“ଆମେ ସିସ୍ତୁ ବାନ୍ଦ୍ବୁ କି ନାଇ ?” ଜିସୁ ସେମନର୍ ମନ୍ବିତ୍ରର୍ କୁଟ୍ କାତା ବୁଜିକରି ସେମନ୍କେ କଇଲା, “କାଇକେ ତମେ ମକେ ପାନ୍ଦେ ପାକାଇବାକେ ଚେସ୍ଟା କଲାସ୍ନି ? ରମିୟ ସର୍କାରର୍ ଗଟେକ୍ ଅଦ୍ଲି ଡାବୁ ମର୍ ଲଗେ ଆନା, ମୁଇ ସେଟା ଦେକ୍ବି ।”
ସେଦାପ୍ରେ ଜିସୁ ସେମନ୍ ମନେ ମନେ ଏନ୍ତାରି ବାବିଅଇଲାଟା, ନିଜର୍ ଆତ୍ମାଇ ଜାନି ସେମନ୍କେ କଇଲା, “ତମେ କାଇକେ ନିଜର୍ ନିଜର୍ ମନେ ଏ ସବୁଜାକ ବାବିଅଇଲାସ୍ନି ?
ମାତର୍ ଜିସୁ ତାକର୍ ମନର୍ କାତା ଜାନି, ସେମନ୍କେ କଇଲା, “ଗଟେକ୍ ରାଇଜ୍ ଦୁଇ ବାଗ୍ ଅଇକରି, ନିଜର୍ ନିଜର୍ ବିରୁଦେ ଜୁଇଦ୍ କଲେ, ସେଟା କୁରୁପ୍ନାସ୍ ଅଇଜାଇସି । ଗଟେକ୍ ଗରର୍ ଲକ୍ ନିଜର୍ ନିଜର୍ ବିରୁଦେ ଲାଗ୍ଲେ, ସେ ଗର୍ ମିସା ବାଙ୍ଗିଜାଇସି ।
ତେଇ ସେମନ୍ ମନେ ମନେ କୁଆବଲା ଅଇବାଟା ଜାନିକରି ସେମନ୍କେ ଜିସୁ କଇଲା, “ତମେ କାଇକେ ସବୁଲକ୍ ନିଜର୍ ମନେ ମନେ ଏନ୍ତାରି କୁଆବଲା ଅଇଲାସ୍ନି ?
ମାତର୍ ଜିସୁ ତାକର୍ ମନେ ବାବ୍ଲାଟା ଜାନିକରି, ଜନ୍ ଲକର୍ ଆତ୍ ସୁକିଜାଇରଇଲା, ତାକେ କଇଲା, “ଉଟ୍ ଆରି ସବୁଲକର୍ ମୁଆଟେ ଟିଆ ଅ ।” ଆରି ସେଲକ୍ ଉଟି ଟିଆଅଇଲା ।
ଜିସୁ ତାକେ କଇଲା, “ସିମନ୍ ତକେ ମୁଇ ଅଲପ୍ କଇବାର୍ ଆଚେ ।” ସେ କଇଲା, “ଗୁରୁ କୁଆ ତେବେ ।”
ସେମନ୍ ମକେ ପାଚାର୍ବାକେ ମନ୍ କଲାଇନି ବଲି ଜିସୁ ଜାନିକରି ସେମନ୍କେ କଇଲା, “ଚନେକ୍ ଗାଲେ ତମେ ଆରି ମକେ ଦେକି ନାପାରାସ୍ ଆରି ଚନେକ୍ ଗାଲାପଚେ ମକେ ଦେକ୍ସା ବଲି କଇଲା ଏ କାତା ନେଇକରି ତମର୍ ତମର୍ ବିତ୍ରେ କାଇକେ କୁଆବଲା ଅଇଲାସ୍ନି ?
ତମେ ସବୁ ବିସଇ ଜାନିଆଚୁସ୍, ଏଟା ଏବେ ଆମେ ଜାନ୍ଲୁ । ଆରି କେ ତମ୍କେ ଜାନେ କି ନାଇ ବଲି, ପାଚାର୍ବାର୍ ଲଡା ନାଇ । ଏଟାର୍ପାଇ ତମେ ପର୍ମେସରର୍ଟାନେ ଅନି ଆସିଆଚୁସ୍ ବଲି ଆମେ ବିସ୍ବାସ୍ କଲୁନି ।”
ଜିସୁ ଦୁଇତର୍ ପାଚାରି ସାରି ଆରିତରେକ୍ ପାଚାର୍ଲା, “ଏ ଜଅନର୍ ପଅ ସିମନ୍ ତୁଇ ମକେ ଆଲାଦ୍ କଲୁସ୍ନି କି ?” ଜିସୁ ତାକେ ତିନ୍ ତର୍ ଜାକ ଗଟେକ୍ କାତାସେ ପାଚାର୍ଲାଜେ ପିତର୍ ଦୁକ୍ ଅଇଗାଲା, ଆରି କଇଲା, “ଏ ମାପ୍ରୁ ! ମୁଇ ଆଲାଦ୍ କଲିନି ବଲି ତୁଇ ସବୁ ଜାନିଆଚୁସ୍ ।” ଜିସୁ ପିତର୍କେ କଇଲା, “ତୁଇ ମର୍ ମେଣ୍ଡାମନ୍କେ ନିମାନ୍ କରି କୁଆଉ ।
ଜିସୁକେ ଏ ବିସଇ ନେଇକରି କେ କାଇବଲି ନ କଇରଇଲେ ମିସା, ସିସ୍ମନ୍ କୁଆବଲା ଅଇଲାଇନି ବଲି ଜାନିକରି, ସେ ସେମନ୍କେ କଇଲା, “ତମେ ଏ କାତା ସୁନି ମନ୍ଦୁକ୍ କଲାସ୍ନି କି ?
ମାତର୍ ତମର୍ ବିତ୍ରେଅନି କେତେକ୍ ଲକ୍ମନ୍ ମକେ ବିସ୍ବାସ୍ କରାସ୍ ନାଇ ।” କାଇକେବଇଲେ ବିସ୍ବାସ୍ ନ କର୍ବା ଲକ୍ମନ୍କେ ଜିସୁ ଆଗେଅନି ଜାନିରଇଲା । ଆରି ପଚେ ଜନ୍ ଲକ୍ ତାକେ ସତ୍ରୁକେ ସର୍ପି ଦେଇସି, ତାକେ ମିସା ଜାନି ରଇଲା ।
ପିତର୍ ତାକେ କଇଲା, “ମାପ୍ରୁର୍ ଆତ୍ମାକେ ପରିକା କର୍ବାକେ ତୁଇ ଆରି ତର୍ ମୁନୁସ୍ କାଇକେ ରାଜିଅଇଲାସ୍ ? ଜନ୍ ଲକ୍ମନ୍ ତର୍ ମୁନୁସ୍କେ ସମାଦି ଦେଲାଇ ଆଚତ୍, ବାଟ୍ ଡିଆଗଡି କେଟ୍ଲାଇବେ, ସେମନ୍ ତକେ ମିସା ବଇ ଦାରିଜିବାଇବେ ।”
ତାର୍ବାଟେ ଜାଇତେରଇବା ସବୁ ଲକ୍ମନ୍କେ ମୁଇ ମରାଇବି । ସେନ୍ତାରି ସବୁ ଲକର୍ ଚିନ୍ତା ଆରି ମନ୍ ଜାନ୍ବା ଲକ୍ ମୁଇସେ ବଲି ସବୁ ମଣ୍ଡଲି ଜାନ୍ବାଇ । ତମେ କରିରଇବା କାମ୍ ଇସାବେ ମୁଇ ତମ୍କେ ବାଉଡାଇବି ।