10 ସେ ପାନିତେଇ ଅନି ବାରଇ ଆଇବାବେଲେ, ସରଗ୍ ଉଗାଡି ଅଇ ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତ୍ରି ଆଇବାଟା ସେ ଦେକ୍ଲା ।
ଜିସୁ ଡୁବନ୍ ନେବାକେ ପାନି ବିତ୍ରେ ବୁଡି ବାରଇଲା ଦାପ୍ରେ ଏଦେ ଦେକା ! ସରଗ୍ ଉଗାଡି ଅଇ ରଇଲାଟା ଦେକ୍ଲା । ଆରି ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତର୍ଲା ।
ଆରି ସର୍ଗେଅନି ଗଟେକ୍ ସର୍ ସୁନିଅଇଲା, “ତୁଇ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।”
ସେଡ୍କିବେଲେ ଜିସୁ ଗାଲିଲି ଜାଗାର୍ ନାଜରିତ୍ ଗଡେ ଅନି ଆସି ଜର୍ଦନ୍ ଗାଡେ ଡୁବନ୍ ଦେଉ ଜଅନର୍ ଟାନେ ଡୁବନ୍ ନେଲା ।
ଆରି ସୁକଲ୍ ଆତ୍ମା ପରୁଆର୍ ଗାଗଡ୍ ଦାରି ଉତ୍ରି ଆସି, ଜିସୁର୍ ଉପ୍ରେ ବସ୍ଲା । ସର୍ଗେଅନି ଗଟେକ୍ ଏନ୍ତାରି ସବଦ୍ ଆଇଲା, “ତୁଇସେ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ଅଇଲିନି ।”