16 ଜିସୁ ଗାଲିଲି ସମ୍ଦୁର୍ କଣ୍ଡିବାଟେ ଜିବା ବେଲେ ସିମନ୍ ଆରି ତାର୍ ବାଇ ଆନ୍ଦ୍ରିଅକେ ସମ୍ଦୁରେ ବଇଜାଲ୍ ପାକାଇବାଟା ଦେକ୍ଲା, ସେମନ୍ ମାଚ୍ ଦାରୁ କେଉଟ୍ମନ୍ ରଇଲାଇ ।
ସେ ବାର୍ଟା ପେରିତ୍ମନର୍ ନାଉଁ ଅଇଲାନି, ସିମନ୍ ଜାକେକି ପିତର୍ ବଲି ଡାକ୍ବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍,
ଜିସୁ ବାର ଲକ୍କେ ବାଚ୍ଲା, ଜନ୍ଲକ୍ମନ୍ କି ସିମନ୍, ଜାକେ ସେ ପିତର୍ ବଲି ନାଉଁ ଦେଲା,
ଆନ୍ଦ୍ରିୟ, ପିଲିପ୍, ବାର୍ତଲମି, ମାତିଉ, ତମା, ଆଲ୍ପିର୍ ପଅ ଜାକୁବ୍, ତଦିୟ, କିଣାନିୟ ସିମନ୍, ଜେ କି ରମିୟ ସର୍କାରର୍ ବିରୁଦେ ଉଟିରଇଲା ।
ସେମନ୍ ରଇଲା, ସିମନ୍ ଜାକେ କି ସେ ପିତର୍ ବଲି ମିସା ନାଉଁ ଦେଲା, ଆରି ସିମନର୍ ବାଇ ଆନ୍ଦ୍ରିୟ, ଜାକୁବ୍ ଆରି ଜଅନ୍, ପିଲିପ୍ ଆରି ବାର୍ତଲମି ।
ପିଲିପ୍ ଜାଇ ଆନ୍ଦ୍ରିୟକେ ଏ କବର୍ ଜାନାଇଲାକେ ସେମନ୍ ଜାଇ ଜିସୁକେ କଇଲାଇ ।
ତେଇ ଆନ୍ଦ୍ରିୟ ନାଉଁର୍ ଗଟେକ୍ ସିସ୍ ରଇଲା, ସେ ସିମନ୍ ପିତରର୍ ବାଇ । ସେ କଇଲା, “ଇତି ଗଟେକ୍ ପିଲାର୍ ଟାନେ ପାଁଚ୍ଟା ରୁଟି ଆରି ଦୁଇଟା ବାଜ୍ଲା ସାନ୍ ମାଚ୍ ଆଚେ ।
ଜିରୁସାଲେମ୍ ନଅରେ ଜାଇକରି ସେମନ୍ ରଇବା ବାକ୍ରାଇ ପୁର୍ଲାଇ । ପିତର୍, ଜଅନ୍, ଜାକୁବ୍ ଆରି ତାର୍ ବାଇ ଆନ୍ଦ୍ରିୟ, ପିଲିପ୍, ତମା, ବାର୍ତଲମି, ମାତିଉ, ଆଲ୍ପିର୍ ପିଲା ଜାକୁବ୍, ଦେସ୍ ଆଲାଦ୍କର୍ବା ସିମନ୍ ଆରି ଜାକୁବର୍ ପିଲା ଜିଉଦା, ଏମନ୍ ରଇଲା ତେଇର୍ ପେରିତ୍ ସିସ୍ମନ୍ ।