17 ଜିସୁ ସେମନ୍କେ କଇଲା, “ମର୍ ସଙ୍ଗ୍ ଆସା, ମୁଇ ତମ୍କେ ଲକ୍ମନ୍କେ ପର୍ମେସରର୍ ବାଟେ ଆନ୍ବା ବିସଇ ସିକାଇବି ।”
ଜିସୁ ଗାଲିଲି ସମ୍ଦୁର୍ କଣ୍ଡିବାଟେ ଜିବା ବେଲେ ସିମନ୍ ଆରି ତାର୍ ବାଇ ଆନ୍ଦ୍ରିଅକେ ସମ୍ଦୁରେ ବଇଜାଲ୍ ପାକାଇବାଟା ଦେକ୍ଲା, ସେମନ୍ ମାଚ୍ ଦାରୁ କେଉଟ୍ମନ୍ ରଇଲାଇ ।
ସେଦାପ୍ରେ ସେମନ୍ ଜାଲ୍ ଚାଡି ଜିସୁର୍ ପଚେ ପଚେ ଗାଲାଇ ।
ଆରି ଜେବଦିର୍ ଦୁଇଟା ପ ଜାକୁବ୍ ଆରି ଜଅନ୍ ଜନ୍ଲକ୍ମନ୍ ସିମନର୍ ସଙ୍ଗାରି ରଇଲାଇ, ସେମନ୍ ମିସା ସେନ୍ତାରିସେ କାବା ଅଇଗାଲାଇ । ଆରି ଜିସୁ ସିମନ୍କେ କଇଲା, “ଡରାନାଇ, ଆଜିଅନି ତମେ ମାଚ୍ ନ ଦାରି, ଲକ୍ମନ୍କେ ମର୍ଟାନେ ଆନ୍ସା ।”