25 ଜିସୁ ଡୁମାକେ ଦମ୍କାଇ କରି କଇଲା, “ଚୁପ୍ ଅ, ଆରି ଏ ଲକର୍ତେଇ ଅନି ବାର୍ଇ ଜା ।”
ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।
“ଏ ନାଜରିତ୍ ଗଡର୍ ଜିସୁ, ତୁଇ କାଇକେ ଆମ୍କେ ଅରିଆନ୍ କଲୁସ୍ନି ? ତୁଇ କାଇ ଆମ୍କେ ବିନାସ୍ କର୍ବାକେ ଆଇଲୁସ୍ କି ? ତୁଇ କେ, ସେଟା ମୁଇ ଜାନି, ତୁଇ ଅଇଲୁସ୍ନି ପର୍ମେସରର୍ ସୁକଲ୍ ଲକ୍ ।”
ସେଡ୍କି ବେଲେ ଡୁମା ତାକେ ମଡିପିଙ୍ଗି ବେସି କିର୍କିରି କରି ତାର୍ଲଗେ ଅନି ବାରଇଗାଲା ।
ସେଡ୍କିବେଲେ ସେ ବିନ୍ ବିନ୍ ରକାମର୍ ରଗ୍ ଅଇରଇବା ଜବର୍ ରଗି ଲକ୍ମନ୍କେ ନିମାନ୍ କଲା ଆରି ଜବର୍ ଡୁମାମନ୍କେ ଚାଡାଇଲା, ମାତର୍ ସେ ଡୁମାମନ୍କେ କାତା କଇବାକେ ଦେଏନାଇ । କାଇକେବଇଲେ ଡୁମାମନ୍ ଜିସୁ ପର୍ମେସରର୍ ଟାନେଅନି ଆଇଲାଆଚେ ବଲିକରି ଜାନି ରଇଲାଇ ।
ଏ ଗଟ୍ନାର୍ କାମ୍ ଦେକ୍ବାକେ ଲକ୍ମନ୍ ଏକାତରେ ପାଲାଇଆଇବାଟା ଜିସୁ ଦେକିକରି ସେ କାରାପ୍ ଆତ୍ମାକେ ଦମ୍କାଇକରି କଇଲା, “ଏ କରାପ୍ ଆତ୍ମା, ତୁଇ ଏ ପିଲାକେ ଗୁଲା ଆରି ବଇରା କରାଇଆଚୁସ୍ । ଏ ପିଲାର୍ ଗାଗ୍ଡେଅନି ବାରଇ ଉଟିଜା ଆରି କେବେ ମିସା ତାର୍ ଗାଗ୍ଡେ ନ ପୁର୍, ବଲି ମୁଇ ତକେ ଆଦେସ୍ ଦେଲିନି ।”
ଜିସୁ ତାକେ ଦମ୍କାଇ କରି କଇଲା, “ଚୁପ୍ ର, ଆର୍ଟାନେଅନି ବାରଇ ଜା ।” ତେଇଅନି ସେ ଡୁମା ସେ ଲକ୍କେ ସବୁର୍ ମୁଆଟେ ଅଦ୍ରାଇଲା ଆରି, ତାକେ କାଇଟା ନ କରି ତାର୍ ଗାଗ୍ଡେଅନି ବାରଇ ଉଟିଗାଲା ।
ଡୁମା ଦାରିରଇବା ବେସି ଲକ୍ମନ୍ ମିସା କିର୍କିରି କରି “ତୁଇ ପର୍ମେସରର୍ ପଅ !” ବଲି ଲକର୍ ଟାନେଅନି ଚାଡି ପାଲାଇଲାଇ । ଜିସୁ ସେମନ୍କେ ଦମ୍କାଇ କରି କାତାଅଇବାକେ ମିସା ଦେଏନାଇ, କାଇକେବଇଲେ ସେମନ୍ ତାକେ କିରିସ୍ଟ ବଲି ଜାନିରଇଲାଇ ।
ଆମେ ତାର୍ଲଗେ ଗାଲାକେ, ସେ ପାଉଲ୍ ବଲି କିର୍କିରି ଆମର୍ ପଚ୍ ପଚ୍ ଆଇଲା । ଆରି କଇଲା, “ଏ ଲକ୍ମନ୍ ସବୁର୍ଟାନେଅନି ବଡ୍ ପରମେସରର୍ ସେବାକରୁମନ୍ । ତମେ କେନ୍ତି ମୁକ୍ତି ପାଇସା, ଏ କାତା ସେମନ୍ କଇଲାଇନି ।”