29 ତାର୍ ପଚେ ଜିସୁ ଆରି ତାର୍ ସିସ୍ମନ୍ ପାର୍ତନା ଗରେ ଅନି ବାରଇ ଜାକୁବ୍ ଆରି ଜଅନର୍ ସଙ୍ଗ୍ ସିମନ୍ ଆରି ଆନ୍ଦ୍ରିୟର୍ ଗରେ ଗାଲାଇ ।
ପଚେ ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ ଗାଲାଇ, ଆରି ବିସ୍ରାମ୍ବାର୍ କେଟ୍ଲାକେ ସେ ଜିଉଦିମନର୍ ପାର୍ତନା ଗରେ ପୁରି, ଲକ୍ମନ୍କେ ସିକାଇବାର୍ ଦାର୍ଲା ।
ସେ ଦାପ୍ରେ ସେମନର୍ ପାର୍ତନା ଗରେ ଗଟେକ୍ ଡୁମା ଦାର୍ଲା ଲକ୍ କିର୍କିରି କରି ଜିସୁକେ କଇଲା,
ସେଡ୍କିବେଲେ ଜିସୁର୍ କାତା ଗାଲିଲିର୍ ଚାରିବେଡ୍ତିର୍ ଗାଉଁମନ୍କେ କେଟିଗାଲା ।
ତେଇ ରଇଲା ଲକ୍ମନ୍ ସିମନର୍ ସାତ୍ରି ଜର୍କେ ସଇରଇଲା ବିସଇ ଜିସୁକେ କଇଲାଇ ।
ଜିସୁ ତାକେ କଇଲା, “କକପାନ୍ଦିର୍ ପାଆର୍ ଆଚେ, ଚଡଇମନ୍କେ ଗୁଡା ଆଚେ, ମାତର୍ ମାପ୍ରୁ ପାଟାଇରଇବା ନର୍ପିଲା ମକେ ବସ୍ବାକେ ନିଜର୍ ଗର୍ ନାଇ ।”