3 ତାର୍ ସର୍ ମରୁବାଲି ବୁଏଁ ଆଉଲିଅଇକରି ସୁନାଇଲାନି ମାପ୍ରୁର୍ ବାଟ୍ ତିଆର୍ କରା, ତାର୍ପାଇ ବାଟ୍ ସଲ୍କାଆ ।
ସେବେଲେ ଡୁବନ୍ ଦେଉ ଜଅନ୍ ଜିଉଦା ରାଇଜର୍ ମରୁବାଲି ବୁଏଁ ଆସି ଜାନାଇବାର୍ ଦାର୍ଲା ।
ଜିସାଇୟ ବବିସତ୍ବକ୍ତା ଜନ୍ ଲକର୍ ବିସଇନେଇ ଏ ବାକିଅ କଇରଇଲା, ଜଅନ ସେ, ସେ ଲକ୍ । ମରୁବାଲି ବୁଏଁ ଗଟେକ୍ ଲକ୍ ଆକ୍ମାରି କଇଲାନି, “ମାପ୍ରୁର୍ ବାଟ୍ ତିଆର୍ କରା, ସେ ଆଇବାକେ ଗଟେକ୍ ସଲକ୍ ବାଟ୍ କରା ।”
ଆନାନ୍ ଆରି କୟାପ୍ ନାଉଁର୍ ଦୁଇ ଲକ୍ ବଡ୍ ପୁଜାରି ରଇଲାଇ । ସେବେଲେ ଜିକରିୟର୍ ପଅ ଜଅନ୍, ମରୁବାଲି ବୁଏଁ ରଇଲାବେଲେ ପର୍ମେସରର୍ କାତା ସେ ସୁନ୍ଲା ।
ଡୁବନ୍ ଦେଉ ଜଅନ୍ ଜିସୁର୍ ବିସଇ ଲକ୍ମନ୍କେ ଆକ୍ମାରି କରି ଏନ୍ତାରି କଇଲା, “ଏ ଲକର୍ ବିସଇ ମୁଇ ଏନ୍ତି କଇରଇଲି, ଜେ ମର୍ପଚେ ଆଇଲାନି, ସେ ମର୍ତେଇଅନି ବେସି ମୁକିଅ, କାଇକେବଇଲେ ମୁଇ ଜନମ୍ ଅଇବା ଆଗ୍ତୁଅନି ସେ ଆଚେ ।”