31 ସେଟାର୍ପାଇ ଜିସୁ ଜାଇ ସିମନର୍ ସାତ୍ରିର୍ ଆତେ ଦାରି ଉଟାଇଲା, ସେଦାପ୍ରେ ତାର୍ ଜର୍ ଚାଡିଗାଲା, ଆରି ସେ ଜାଇ ସେମନ୍କେ ସେବା କର୍ବାର୍ ଦାର୍ଲା ।
ଗାଲିଲିଅନି ଜିସୁର୍ ସଙ୍ଗ୍ ରଇକରି ତାକେ ସାଇଜ କରିରଇବା କେତେଟା ମାଇଜି ଦୁରିକେ ରଇକରି ଏଟା ସବୁ ଦେକ୍ତେ ରଇଲାଇ ।
ତେଇ ରଇଲା ଲକ୍ମନ୍ ସିମନର୍ ସାତ୍ରି ଜର୍କେ ସଇରଇଲା ବିସଇ ଜିସୁକେ କଇଲାଇ ।
ସଞ୍ଜ୍ ବେଲାଇ ବେଲ୍ ବୁଡିଗାଲା ପଚେ, ଲକ୍ମନ୍ ଜରର୍ ଲକ୍ମନ୍କେ ଆରି ଡୁମାଦାରି ରଇବା ସବୁଲକ୍ମନ୍କେ ଜିସୁର୍ ଲଗେ ଆନ୍ବାର୍ ଦାର୍ଲାଇ,
ଜିସୁ ଗାଲିଲିତେଇ ରଇଲାବେଲେ ଏ ମାଇଜିମନ୍ ଜିସୁର୍ ସଙ୍ଗ୍ ଜାଇତେରଇଲାଇ । ଆରି ତାକେ ଦର୍କାର୍ ରଇଲା ବିସଇ ସାଇଜ କର୍ତେରଇଲାଇ । ଜିସୁର୍ ସଙ୍ଗ୍ ଜିରୁସାଲାମେ ଆସିରଇଲା ବିନ୍ ମାଇଜିମନ୍ ମିସା ତେଇ ରଇଲାଇ ।
ଆରି ଟକିର୍ ଆତେଦାରି ତାକେ କଇଲା, “ଟଲିତାକୁମ୍ !” ବଇଲେ “ଏ ନୁନି ମୁଇଁ ତକେ କଇଲିନି ଉଟ୍ !”
ପିତର୍ ଆତ୍ ଲାମାଇ ତାକେ ଉଟାଇଲା । ତାର୍ ପଚେ ତେଇ ରୁଣ୍ଡି ରଇଲା ସବୁ ବିସ୍ବାସି ଆରି ରାଣ୍ଡି ମାଇଜିମନ୍କେ ଡାକି ଦର୍କାସ୍କେ ସର୍ପିଦେଲା ।