33 ଆରି ଗାଉଁର୍ ଲକ୍ମନ୍ ସେ ଗରର୍ ଦୁଆରେ ରୁଣ୍ଡ୍ଲାଇ ।
ପଚେ ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ ଗାଲାଇ, ଆରି ବିସ୍ରାମ୍ବାର୍ କେଟ୍ଲାକେ ସେ ଜିଉଦିମନର୍ ପାର୍ତନା ଗରେ ପୁରି, ଲକ୍ମନ୍କେ ସିକାଇବାର୍ ଦାର୍ଲା ।
ସେଡ୍କିବେଲେ ସେ ବିନ୍ ବିନ୍ ରକାମର୍ ରଗ୍ ଅଇରଇବା ଜବର୍ ରଗି ଲକ୍ମନ୍କେ ନିମାନ୍ କଲା ଆରି ଜବର୍ ଡୁମାମନ୍କେ ଚାଡାଇଲା, ମାତର୍ ସେ ଡୁମାମନ୍କେ କାତା କଇବାକେ ଦେଏନାଇ । କାଇକେବଇଲେ ଡୁମାମନ୍ ଜିସୁ ପର୍ମେସରର୍ ଟାନେଅନି ଆଇଲାଆଚେ ବଲିକରି ଜାନି ରଇଲାଇ ।
ସେଡ୍କିବେଲେ ଜିଉଦାଦେସର୍ କେତେକ୍ ଲକ୍ ଆରି ଜିରୁସାଲାମ୍ ରାଇଜର୍ ସବୁ ଲକ୍ମନ୍ ବାରଇକରି ଜଅନର୍ କାତା ସୁନୁ ବଲି ଆଇବାର୍ ଦାର୍ଲାଇ । ଆରି ନିଜର୍ ନିଜର୍ ପାପ୍କଲାଟା ମାନିକରି ଜର୍ଦନ୍ ଗାଡେ ତାର୍ତେଇଅନି ଡୁବନ୍ ନେଲାଇ ।
ତାର୍ ଆର୍କର୍ ବିସ୍ରାମ୍ବାରେ ଆନ୍ଟିଅକିଅ ଗଡର୍ ସବୁ ଲକ୍ ମାପ୍ରୁର୍ ବାକିଅ ସୁନ୍ବାକେ ଜିଉଦିମନର୍ ପାର୍ତନା ଗରେ ରୁଣ୍ଡ୍ଲାଇ ।